Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କଲେ ମୁଖ୍ୟ ଶାସନ ସଚିବ
  • ||
  • ଜି.ଉଦୟଗିରି: ମିନିବସରେ ଲାଗିଲା ନିଆଁ
  • ||
  • ଟାଙ୍ଗୀ: ବାଲିନାଶିରେ ୨ ଭାଇଙ୍କୁ ଗୋଡ଼େଇ ଗୋଡ଼େଇ ହାଣିଲେ ଦୁର୍ବୃତ୍ତ, ଗୁରୁତର ଅବସ୍ଥାରେ ଏମ୍ସରେ ଭର୍ତ୍ତି
  • ||
  • ବଲାଙ୍ଗୀର: ବେଆଇନ୍ ବାଲି ବୋଝେଇ ଟ୍ରାକ୍ଟର ଜବତ, ମାଲିକଙ୍କ ଉପରେ ୨୦ ହଜାର ଟଙ୍କାର ଫାଇନ୍ ଲଗାଇଲେ ତହସିଲଦାର
  • ||
  • ରାଇରଙ୍ଗପୁର: କଲୋନୀରେ ଅଗ୍ନିକାଣ୍ଡ, ଜଳି ପାଉଁଶ ହୋଇଗଲା ୨ ବଖରା ଘର
  • ||
  • ନବରଙ୍ଗପୁର : ନିଖୋଜ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର
  • ||
  • କାମାକ୍ଷାନଗର : ବାଇକ୍‌କୁ ଧକ୍କା ଦେଲା ହାଇଓ୍ବା, ଜଣେ ମୃତ, ଜଣେ ଗୁରୁତର
  • ||
  • ବଲାଙ୍ଗୀର: ଆକ୍ସନ ମୋଡ୍‌ରେ ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ, ଆରମ୍ଭ କଲେ ନୂଆ ପ୍ରକଳ୍ପ
  • ||
  • ବରଗଡ : ବାଲି ବୋଝେଇ ଟ୍ରାକ୍ଟର ଓ ବାଇକ୍ ମୁହାଁମୁହିଁ ଧକ୍କା, ୨ ଜଣ ମୃତ
  • ||
  • ଭୁବନେଶ୍ବର : ମାଟ୍ରିକ୍ ପରୀକ୍ଷାର୍ଥୀଙ୍କୁ ମିଳିବ ‘ପରୀକ୍ଷା ଦର୍ପଣ’, ପରୀକ୍ଷା ପାଇଁ ହେବ ସହାୟକ
  • ||

ଦିଲ୍ଲୀରୁ ୫ ଆତଙ୍କବାଦୀ ଗିରଫ, ବଡ ବିସ୍ଫୋରଣ ପାଇଁ ରଚିଥିଲେ ଷଡଯନ୍ତ୍ର, ଅସ୍ତ୍ରଶସ୍ତ୍ର ଜବତ

7/12/2020 at 9:40 AM

ନୂଆଦିଲ୍ଲୀ,୦୭/୧୨:   ଦିଲ୍ଲୀ ପୋଲିସ ଏକ ବଡ ଧରଣର ଆତଙ୍କବାଦୀ ଆକ୍ରମଣ ଯୋଜନା ପଣ୍ଡ କରିଛି । ଦେଶରେ ଭୟଙ୍କର ବିସ୍ଫୋରଣ ଘଟାଇବାକୁ ଷଡଯନ୍ତ୍ର କରୁଥିବା ୫ ଆତଙ୍କବାଦୀଙ୍କୁ ଦିଲ୍ଲୀ ପୋଲିସ ଗିରଫ କରିଛି ।  ସ୍ପେଶାଲ ସେଲ୍ ଶାକରପୁର ଅଞ୍ଚଳରୁ ଏହି ଆତଙ୍କବାଦୀଙ୍କୁ ଗିରଫ କରିବାରେ ସଫଳ ହୋଇଛି ।

କୁହାଯାଉଛି ଯେ, ଗିରଫ ଆତଙ୍କବାଦୀମାନେ ଇସଲାମିକ୍ ଷ୍ଟେଟ୍ ଓ ଖଲିସ୍ଥାନୀ ସମୁଦାୟ ସହ ଜଡିତ ଅଛନ୍ତି । ଦୀର୍ଘଦିନ ଧରି ଏହି ଆତଙ୍କବାଦୀଙ୍କ ବିରୋଧରେ ପୋଲିସ ଅପରେସନ ଚଳାଇଥିଲା । ଯାହା ସଫଳ ହୋଇଛି । ଗିରଫ ଆତଙ୍କବାଦୀଙ୍କ ଠାରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ମଧ୍ୟ ଜବତ ହୋଇଛି ।

   Related Posts