Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପ୍ରତିରକ୍ଷା ରପ୍ତାନୀ କ୍ଷେତ୍ରରେ ମାଇଲ ଖୁଣ୍ଟ : ଫିଲିପାଇନ୍ସକୁ ଧୃବ ହେଲିକପ୍ଟର ବିକ୍ରି କରିବ ଭାରତ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୧୫୯ ମୃତ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୮କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୫ କରୋନା ସଂକ୍ରମିତ, ୧୦୫୦୯୫୫ରେ ପହଞ୍ଚିଲା ସଂଖ୍ୟା
  • ||
  • ବାୟୁସେନା ହେଲିକପ୍ଟର କ୍ରାସ୍‌ରେ ଓଡିଆ ଯବାନ ମୃତ, ତାଳଚେରରେ ରାଣା ପ୍ରତାପ ଦାସଙ୍କ ଘର
  • ||
  • ମାତିଲେ ମାଓବାଦୀ : ଜାଳିଲେ ଗାଡ଼ି, ସୁପରଭାଇଜରଙ୍କୁ କଲେ ଅପହରଣ
  • ||
  • ମୁହାଁମୁହିଁ ହେବେ ଶାସକ-ବିରୋଧି : ମମିତା ମେହେର ପ୍ରସଙ୍ଗରେ ବିଧାନସଭା ଘେରିବ ବିଜେପି
  • ||

ଅତନୁ ସବ୍ୟସାଚୀ ନାୟକ କରୋନା ପଜିଟିଭ୍‍

9/10/2020 at 9:28 AM

କେନ୍ଦ୍ରାପଡ଼ା,୦୯/୧୦: ପୂର୍ବତନ ମନ୍ତ୍ରୀ ତଥା ମହାକାଳପଡ଼ା ବିଧାୟକ ଅତନୁ ସବ୍ୟସାଚୀ ନାୟକ କରୋନା ପଜିଟିଭ୍‍ ଚିହ୍ନଟ ହୋଇଛନ୍ତି। ଏ ସମ୍ପର୍କରେ ନିଜ ଫେସ୍‌ବୁକ୍‍ ଆକାଉଣ୍ଟରେ ପୋଷ୍ଟ କରି ଶ୍ରୀ ନାୟକ ସୂଚନା ଦେଇଛନ୍ତି।

ଶ୍ରୀ ନାୟକ ପୋଷ୍ଟରେ ସୂଚନା ଦେଇ କହିଛନ୍ତି, ଗତକାଲି ବିଧାନସଭା ପକ୍ଷରୁ ହୋଇଥିବା କୋଭିଡ୍‍ ପରୀକ୍ଷାରେ ତାଙ୍କର ପଜିଟିଭ୍‍ ରିପୋର୍ଟ ଆସିଛି। ମାତ୍ର କରୋନା ଜନିତ କୌଣସି ଲକ୍ଷଣ ଅବା ସମସ୍ୟା ତାଙ୍କର ନାହିଁ । ଡାକ୍ତରଙ୍କ ପରାମର୍ଶ କ୍ରମେ ସେ ଏବେ ଚିକିତ୍ସା ହେଉଛନ୍ତି । ପ୍ରଭୁ ଶ୍ରୀବଳଦେବଜିଉଙ୍କ କୃପାରୁ ସେ ଭଲ ଅଛନ୍ତି । ତାଙ୍କର ସ୍ୱାସ୍ଥ୍ୟାବସ୍ଥା ନେଇ କେହି ବ୍ୟସ୍ତ ବିବ୍ରତ ନହେବାକୁ ସେ ଶୁଭେଚ୍ଛୁଙ୍କୁ ଅନୁରୋଧ କରିଛନ୍ତି।

   Related Posts