Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତୀୟ ଶିକ୍ଷୟିତ୍ରୀଙ୍କ ପାକିସ୍ତାନ ପ୍ରେମ, ଷ୍ଟାଟସ୍ ଦେଲେ ‘ଆମେ ମ୍ୟାଚ୍ ଜିତିଗଲୁ’
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୩୩ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ ସୀମାପୁରୀରେ ଅଭାବନୀୟ ଘଟଣା : ଘରେ ଲାଗିଲା ନିଆଁ, ୪ ମୃତ
  • ||
  • ଏବର୍ଷ ରାଜ୍ୟରେ ହାଡଭଙ୍ଗା ଶୀତ, ଅଧିକ ଦିନ ଥରାଇବ
  • ||
  • ସିଆରପିଏଫ କ୍ୟାମ୍ପରେ ରାତି ବିତାଇଲେ ଶାହ, ଯବାନଙ୍କ ସହ କଲେ ରାତ୍ରି ଭୋଜନ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ସେପଟେ ଡିଜିପି ଅଫିସ ଘେରାଉ କରିବ କଂଗ୍ରେସ
  • ||

ଦୁଇ ଦିନ ପାଇଁ ଆଠଗଡ ସଟ୍‌ଡାଉନ୍, ବ୍ୟବସାୟୀ ସଂଘ ପକ୍ଷରୁ ଘୋଷଣା

29/09/2020 at 9:43 AM

ଆଠଗଡ ୨୯।୯: ରାଜ୍ୟରେ ଦିନକୁ ଦିନ ବଢୁଛି କରୋନା ସଂକ୍ରମଣ । ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢି ବଢି ଚାଲିଛି । ଆଠଗଡରେ ମଧ୍ୟ କରୋନା ସଂକ୍ରମଣ ଦିନକୁ ଦିନ ବଢି ବଢି ଚାଲୁଛି ।

ଏହାକୁ ଦୃଷ୍ଟିରେ ରଖି ୨ ଦିନ ପାଇଁ ଆଠଗଡକୁ ସଟ୍ ଡାଉନ୍ ଘୋଷଣା କରାଯାଇଛି । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆଠଗଡ ବ୍ୟବସାୟୀ ସଂଘ ପକ୍ଷରୁ ସଟ୍ ଡାଉନ୍ ଘୋଷଣା କରାଯାଇଛି । ଆଜି ଓ ବୁଧବାରକୁ ସମ୍ପୂର୍ଣ୍ଣ ସଟ୍ ଡାଉନ୍ ଘୋଷଣା କରାଯାଇଛି ।

ଏହାସହ ଅକ୍ଟୋବର ୧ ତାରିଖଠାରୁ ୧୫ ତାରିଖ ପର୍ଯ୍ୟନ୍ତ ବଜାର ସମୟରେ କଟକଣା ଜାରି ରହିବ । ସକାଳ ୭ଟାରୁ ଦିନ ୨ଟା ପର୍ଯ୍ୟନ୍ତ ଦୋକାନ ବଜାର ଖୋଲା ରହିବ ବୋଲି ୫ ବଜାର କମିଟି ନିଷ୍ପତ୍ତି ନେଇଛି ।

   Related Posts