Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଡ୍ରଗ୍ସ ଲିଙ୍କ୍ ମାମଲାରେ NCBରେ ହାଜର ହେଲେ ଅନନ୍ୟା ପାଣ୍ଡେ, ଆର୍ଯ୍ୟନ ସହ ହ୍ବାଟସଆପ୍‌ ଚାଟ୍‌କୁ ନେଇ ମାରାଥନ୍‌ ଜେରା
  • ||
  • ଭୁବନେଶ୍ୱର : STF ପଞ୍ଝାରେ ବ୍ରାଉନସୁଗାର ବେପାରୀ, ୧କୋଟିରୁ ଅଧିକ ଟଙ୍କାର ଧଳାଜହର ଜବତ
  • ||
  • କଳାହାଣ୍ଡି : ମହାଲିଙ୍ଗ୍ ସନସାଇନ୍ ପବ୍ଲିକ୍ ସ୍କୁଲରେ ପ୍ରଶାସନର ତଦନ୍ତ, କାଗଜପତ୍ର ଯାଞ୍ଚ ସହ ଆୟବ୍ୟୟ ଅଟକଳର ଚାଲିଛି ଖୋଳତାଡ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୨୪ କୋଭିଡ୍ ପଜିଟିଭ୍
  • ||
  • ଟି୨୦ ବିଶ୍ୱକପ : ସୁପର-୧୨ରେ ଶ୍ରୀଲଙ୍କା, ୭୦ରନରେ ଆୟରଲ୍ୟାଣ୍ଡକୁ ଦେଲା ମାତ୍
  • ||
  • +୩ରେ ଲକ୍ଷେ ସିଟ୍ ଖାଲି, ଗୁରୁବାର ସ୍ପଟ୍ ଆଡମିଶନ ପାଇଁ ଆବେଦନ
  • ||
  • ରାଜ୍ୟରେ ଖରାଟିଆ ପାଗ, ୨୩ ସୁଦ୍ଧା ଫେରିଯିବ ମୌସୁମୀ
  • ||
  • ରାଜଧାନୀରେ ରହିବନି ମୁକୁଳା ଡ୍ରେନ୍ : ଦୁଇ ପାର୍ଶ୍ୱରେ ଲାଗିବ ତାରଜାଲି, ସମ୍ପ୍ରସାରଣ ହେବ ସଙ୍କୁଚିତ ନାଳ
  • ||

୩ ଦିନ ପାଇଁ ପଞ୍ଚାୟତ ସଟଡାଉନ୍, ସଂକ୍ରମଣ ବୃଦ୍ଧି ପରେ ପ୍ରଶାସନର ବଡ ପଦକ୍ଷେପ

23/04/2021 at 7:18 AM

ଆଠମଲ୍ଲିକ, ୨୩|୦୪ : ଅନୁଗୋଳ ଜିଲ୍ଲା ଆଠମଲ୍ଲିକ ଉପଖଣ୍ଡ  ନୁନୁକାପଶି ଗ୍ରାମ ପଞ୍ଚାୟତକୁ ଶୁକ୍ରବାର ଠାରୁ ରବିବାର ପର୍ଯ୍ୟନ୍ତ ୩ ଦିନ ପାଇଁ ସଟ୍ ଡାଉନ ଷେଷଣା କରାଯାଇଛି । ବଇଣ୍ତା ଅଞ୍ଚଳ ରେ କୋରନା ସଂଙ୍କ୍ରମଣ ଜଟିଳ ଅବସ୍ଥାକୁ ଆସିଥିବାରୁ ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି ।

ବୁଧବାର ଏହି ଅଞ୍ଚଳରୁ ୨୨ ଜଣ, ଗୁରୁବାର ୧୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ । ଏହାପରେ ପ୍ରଶାସନ ସଟ୍ ଡାଉନ ପାଇଁ ନିଷ୍ପତ୍ତି ନେଇଛି  । ଏହି ଅଞ୍ଚଳରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ପ୍ରଶାସନ ପକ୍ଷରୁ ସଟ୍ ଡାଉନ ଷେଷଣା କରାଯାଇଛି ।

ଏହି ସମୟରେ କେବଳ ଅତ୍ୟାବଶ୍ୟକ ଔଷଧ ଦୋକାନ  ଖୋଲା ରହିବ  । ତେବେ ଜାତୀୟ ରାଜପଥ ୫୫ରେ ଅତ୍ୟାବଶ୍ୟକ ଯାନବାହନ ଚଳାଚଳ କରିପାରିବ । ସଂକ୍ରମଣକୁ ଦୃଷ୍ଟିରେ ରଖି ଲୋକଙ୍କୁ ଅତି ଜରୁରୀ ନ ହେଲେ ଘରୁ ବାହାରିବେ ନାହିଁ ବୋଲି କୁହାଯାଇଛି ।

   Related Posts