Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||
  • ଜଗତସିଂହପୁରରେ ଲଗାଣ ବର୍ଷା, ଧାନ ଫସଲ କ୍ଷତିଗ୍ରସ୍ତ
  • ||

ଆଠଗଡରେ ୩୨ଟି ପ୍ରକଳ୍ପକୁ ଉଦଘାଟନ କଲେ ମନ୍ତ୍ରୀ ରଣେନ୍ଦ୍ର ସ୍ୱାଇଁ

2/11/2021 at 12:13 PM

ଆଠଗଡ, ୦୨।୧୧ : କଟକ ଜିଲ୍ଲା  ଆଠଗଡ଼ ବ୍ଲକ ଅନ୍ତର୍ଗତ ସଠିଲୋ ପଞ୍ଚାୟତରେ ୩୨ଟି ବିଭିନ୍ନ ପ୍ରକଳ୍ପ ଉଦଘାଟିତ ହୋଇଛି । ଆଠଗଡ଼ ବିଧାୟକ ତଥା ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ ଏହାକୁ ଉଦଘାଟନ କରିଛନ୍ତି।

ମଙ୍ଗଳବାର ସକାଳେ ସଠିଲୋ ପଞ୍ଚାୟତର ଶହଶହ ବିଜେଡ଼ି କର୍ମୀମାନେ ପ୍ରଥମେ ଏକ ବାଇକ୍ ଶୋଭାଯାତ୍ରା କରିଥିଲେ । ଏପରି କରି ସେମାନେ ମନ୍ତ୍ରୀଙ୍କୁ ସ୍ଵାଗତ କରିଥିଲେ । ଏହାସହ କାର୍ଯ୍ୟକ୍ରମରେ ଉପସ୍ଥିତ ରହି ମନ୍ତ୍ରୀ ପ୍ରକଳ୍ପରୁ ଉଦଘାଟନ କରିଥିଲେ ।

କାର୍ଯ୍ୟକ୍ରମରେ ସ୍ଥାନୀୟ ସରପଞ୍ଚ ଏବଂ କଟକ ଜିଲ୍ଲାର ଜିଲ୍ଲାପରିଷଦ ଉପାଧ୍ୟକ୍ଷ ସୁନିଲ୍ ପରିଡ଼ାଙ୍କ ସମେତ ଦଳର ଛାମୁଆ ନେତାମାନେ ଉପସ୍ଥିତ ରହିଥିଲେ ।

   Related Posts