Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୧୯୬୯ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୪୪୬ ଡିସଚାର୍ଜ
  • ||
  • ବଶବରାଜ ବୋମାଇ ହେବେ କର୍ଣ୍ଣାଟକର ନୂଆ ମୁଖ୍ୟମନ୍ତ୍ରୀ, ପ୍ରସ୍ତାବ ଦେଲେ ୟେଦିୟୁରପ୍ପା
  • ||
  • ସିରିଜ୍ ଅଧାରୁ କୋଭିଡ୍ ସଂକ୍ରମିତ ହେଲେ ଭାରତୀୟ ଅଲରାଉଣ୍ଡର କ୍ରୁନାଲ ପାଣ୍ଡ୍ୟା, ଭାରତ-ଶ୍ରୀଲଙ୍କା ଦ୍ବିତୀୟ ଟ୍ବେଣ୍ଟି ଟ୍ବେଣ୍ଟି ବାତିଲ
  • ||
  • ଦେଶରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୨୯ ହଜାରରୁ ଅଧିକ ପଜିଟିଭ୍, ୪୧୫ ମୃତ
  • ||
  • ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ୬୦ ଜଣଙ୍କ ଜୀବନ
  • ||
  • କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ରାଜ୍ୟରେ ବାହାରିଲେ ୧୬୨୯ କରୋନା ପଜିଟିଭ୍
  • ||
  • ମୟୂରଭଞ୍ଜ : ଗାଧୋଇବା ବେଳେ ଖସିଗଲା ଗୋଡ, ପୋଖରୀରେ ବୁଡି ୨ ଶିଶୁ ମୃତ
  • ||
  • ସମ୍ବଲପୁର : ଯୁବକଙ୍କୁ ନିର୍ମମ ଭାବେ ହତ୍ୟା, ଉଦ୍ଧାର ହେଲା ରକ୍ତ ଜୁଡୁବୁଡୁ ମୃତଦେହ
  • ||

ATMରେ ଟଙ୍କା ନାହିଁ, ଲୋକେ ହତାଶ

18/04/2018 at 3:38 AM

ପୁଣି ବିମୁଦ୍ରୀକରଣ ବେଳର ସ୍ଥିତି । ଏଟିଏମରେ ଟଙ୍କା ନାହିଁ, ଲୋକେ ହତାଶ । ଦିନେ କି ଦୁଇଦିନ ନୁହେଁ, ଦେଶର ବିଭିନ୍ନ ସ୍ଥାନରେ ମାସେ ହେଲା ଏଭଳି ଅବସ୍ଥା ସୃଷ୍ଟି ହେଲାଣି । ଯାହାକୁ ନେଇ ସାଧାରଣରେ ଅସନ୍ତୋଷ ବୃଦ୍ଧି ପାଉଥିବା ବେଳେ ବିରୋଧୀ ଟାର୍ଗେଟ୍ କରିଛନ୍ତି ମୋଦି ସରକାରଙ୍କୁ ।

Leave a Reply

   Related Posts