Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଞ୍ଜେଲା ମାର୍କେଲଙ୍କ ଯୁଗ ଶେଷ ! ଜର୍ମାନ ନିର୍ବାଚନରେ ଖୁବ୍ କମ ଭୋଟରେ ହାରିଲା ମାର୍କେଲଙ୍କ ପାର୍ଟି, କ୍ଷମତା ଡୋର ସୋସିଆଲ ଡେମୋକ୍ରାଟ୍ସଙ୍କ ହାତକୁ ଯିବ
  • ||
  • ଭୁବନେଶ୍ବର : ‘ଗୁଲାବ’ ପ୍ରଭାବରେ ରାଜ୍ୟର ହୋଇନି ବେଶୀ ପବନ, କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଗୋଟିଏ ଗୋଟିଏ ବ୍ଲକ୍‌ରେ ଅଧିକ ବର୍ଷା : SRC
  • ||
  • କାଲିମେଳା : ରାସ୍ତାରେ ଚାଲୁଛି ୨ରୁ ୩ଫୁଟ ବର୍ଷାଜଳ, ଉଭୟ ପାର୍ଶ୍ବରେ ଅଟକିଛି ଯାନବାହାନ
  • ||
  • ମୋହନା : ଗଜପତିରେ ପ୍ରଭାବ ପକାଇଲା ‘ଗୁଲାବ’, ବିଭିନ୍ନ ସ୍ଥାନରେ ଗଛ ପଡି ରାସ୍ତା ଅବରୋଧ
  • ||
  • ଆଇପିଏଲ ୨୦୨୧ : ୪୦ ତମ ଲିଗ୍‌ ମୁକାବିଲାରେ ମୁହାଁମୁହିଁ ହେବେ ହାଇଦ୍ରାବାଦ ଓ ରାଜସ୍ଥାନ
  • ||
  • କେନ୍ଦୁଝର : ବଣୁଆ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ, ମଞ୍ଚାରୁ ଓହ୍ଲାଇ ଘରକୁ ଯିବାବେଳେ ଆକ୍ରମଣର ଶିକାର
  • ||
  • ଜୟପୁର : ଲଗାଣ ବର୍ଷା ଯୋଗୁଁ ଧସିଲା ମାଟି ଅତଡା, ଜାତୀୟ ରାଜପଥ ଅବରୋଧ
  • ||
  • ଭୁବନେଶ୍ବର : ବାତ୍ୟାରୁ ଗଭୀର ଅବପାତର ରୂପ ନେଲା ‘ଗୁଲାବ’, ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଲାଗି ରହିଛି ବର୍ଷା
  • ||
  • କୋରାପୁଟ : କୋରାପୁଟ ଜିଲ୍ଲାରେ ‘ଗୁଲାବ’ ପ୍ରଭାବ : ଭାଙ୍ଗିଲା ଘର, ଗଛ ପଡି ରାସ୍ତା ଅବରୋଧ
  • ||
  • ବୈତରଣୀ ପଠାରେ ଚରୁଥିଲେ ମଇଁଷି, ପାଣି ଭିତରକୁ ଟାଣିନେଲା କୁମ୍ଭୀର : ଦେଖନ୍ତୁ ଭିଡିଓ
  • ||

ଲୁଟ୍ କରିବାକୁ ଆସି ଏଟିଏମ୍ ଭାଙ୍ଗିଲେ ଦୁର୍ବୃତ୍ତ

24/08/2020 at 8:13 AM

ଭଞ୍ଜନଗର ୨୪।୦୮: ଗଞ୍ଜାମ ଜିଲ୍ଲା ଭଞ୍ଜନଗରରେ ଏସବିଆଇ ଏଟିଏମ୍ ଭଙ୍ଗାରୁଜା । ବିଳମ୍ବିତ ରାତିରେ କୁଲାଡଠାରେ ଥିବା ଏସବିଆଇ ଏଟିଏମ୍ ଭଙ୍ଗାରୁଜା କରିଛନ୍ତି ଦୁର୍ବୃତ୍ତ । ତେବେ ଏଟିଏମ୍ ଭଙ୍ଗାରୁଜା କରି ଦୁର୍ବୃତ୍ତ ଫେରାର୍ ହୋଇଯାଇଥିବା ବେଳେ ଲୁଟ୍ ହୋଇଛି କି ନାହିଁ ତାହା ଜଣାପଡିନାହିଁ । ଭଞ୍ଜନଗର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ବ୍ୟାଙ୍କ କର୍ତ୍ତୃପକ୍ଷ ଆସିଲେ ଟଙ୍କା ଲୁଟ୍ ନେଇ ସ୍ପଷ୍ଟ ଜଣାପଡିବ ।

   Related Posts