Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୦ ମହଲା କୋଠାରେ ଭୀଷଣ ଅଗ୍ନିକାଣ୍ଡ, ୧୫ ଆହତ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୩୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୮୮ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୧୪କୁ ବୃଦ୍ଧି
  • ||
  • ରାଜ୍ୟରେ ୯ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୮୪୫ କୋଭିଡ୍ ପଜିଟିଭ୍, ୧୧୯୬୧୪୦ରେ ପହଞ୍ଚିଲା ସଂଖ୍ୟା
  • ||
  • ଭୁବନେଶ୍ବର : ଓଭରବ୍ରିଜ୍‌ରୁ ୩୦ଫୁଟ ତଳକୁ ଖସିଲା କାର୍, ଦୁର୍ଘଟଣାରେ ଗାଡି ଭାଙ୍ଗିରୁଜି ଚୁରମାର୍
  • ||
  • ଶନିବାର ଏହି ସବୁ ଜିଲ୍ଲାରେ ବର୍ଷା : ବଢିବ ତାପମାତ୍ରା, କମିବ ଶୀତ
  • ||
  • ଭୟଙ୍କର ଦୁର୍ଘଟଣା : ମହାନଦୀ ପୋଲରେ ବୋଲେରୋକୁ ପିଟିଲା ଟ୍ରକ୍, ୫ ମୃତ
  • ||

ଏଟିଏମ୍ ଲୁଟ୍ ଉଦ୍ୟମ ପଣ୍ଡ, ୩ ଲୁଟେରାଙ୍କୁ ଗୋଡାଇ ଗୋଡାଇ କାବୁ କଲା ପୋଲିସ

7/12/2021 at 8:50 AM

ଗଜପତି ୦୭।୧୨: ଏଟିଏମ୍‌ ଲୁଟ୍‌ ଉଦ୍ୟମ ପଣ୍ଡ । ୩ ଲୁଟେରାଙ୍କୁ ଗୋଡ଼ାଇ ଗୋଡ଼ାଇ ଧରିଲା ପୋଲିସ୍ । ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସନ୍ତୋଷି ପୋଲିସ ନିକଟରେ ଘଟିଛି ଏପରି ଘଟଣା ।

ଖବର ଅନୁଯାୟୀ,  ପାରଳାଖେମୁଣ୍ଡି ସନ୍ତୋଷି ପୋଲିସ ଷ୍ଟେସନ ନିକଟରେ ଥିବା ଏକ SBI ଏଟିଏମ୍‌ ତାଡି ଟଙ୍କା ବାହାର କରୁଥିଲେ ଲୁଟେରା । ଖବର ପାଇ  ପେଟ୍ରୋଲିଂ କରୁଥିବା ପୋଲିସ  ପହଞ୍ଚିଥିଲା । ପୋଲିସକୁ ଦେଖି ଲୁଟେରା ଚମ୍ପଟ ମାରିବାକୁ ଉଦ୍ୟମ କରିଥିଲେ । କିନ୍ତୁ ସେମାନଙ୍କ ପିଛା କରି କାବୁ କରିଥିଲା । ପୋଲିସ ଗୋଡାଇ ଗୋଡାଇ ଲୁଟେରାଙ୍କୁ ଧରିଥିଲା । ୩ ଜଣଙ୍କୁ ଅଟକ ରଖି ପୋଲିସର ପଚରାଉଚରା ।

   Related Posts