Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗାଙ୍ଗୁଲିଙ୍କୁ ହରାଇଲେ ଶାହ : ୧ ରନରେ ପରାସ୍ତ ହେଲା ଦାଦାଙ୍କ ଟିମ୍
  • ||
  • ବାତ୍ୟା ପାଇଁ ଟ୍ରେନ ବାତିଲ, ଯାତ୍ରୀଙ୍କୁ ଟ୍ରେନର ଷ୍ଟକ୍ ରଖିବାକୁ ଅନୁରୋଧ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୩ କରୋନା ସଂକ୍ରମିତ, ୧୦୫୦୦୬୦ରେ ପହଞ୍ଚିଲା ସଂଖ୍ୟା
  • ||
  • ଚିଲିକାରେ ବଢୁଛି ବର୍ଷା ଓ ପବନ, ରାସ୍ତାଘାଟ ଖାଁ ଖାଁ
  • ||
  • ଅନୁଗୁଳ : ଟ୍ରକ-ଇନୋଭା ମୁହାଁମୁହିଁ ଧକ୍କା, ୨ ମୃତ
  • ||
  • ନୟାଗଡ : ଭିଜିଲାନ୍ସ ପଞ୍ଝାରେ ଅତିରିକ୍ତ ଯୋଗାଣ ଅଧିକାରୀ, ଏକାସାଙ୍ଗେ ୬ଟି ସ୍ଥାନରେ ରେଡ୍
  • ||
  • ପୃଥିବୀକୁ ବଡ ବିପଦ ! ମାଡି ଆସୁଛି ଗ୍ରହାଣୁ, ମାଡ ହେଲେ ପରମାଣୁ ବୋମାଠୁ ଭୟଙ୍କର ବିସ୍ଫୋରଣ
  • ||
  • ଯବାନଙ୍କ ଆତ୍ମହତ୍ୟା, ସର୍ଭିସ ରାଇଫଲରୁ ଗୁଳି ଚଳାଇ ହାରିଲେ ଜୀବନ
  • ||
  • ଜଗତସିଂହପୁରରେ ଲାଗି ରହିଛି ବର୍ଷା, ବାତ୍ୟା ମୁକାବିଲା ପାଇଁ ସଜାଗ ପ୍ରଶାସନ
  • ||
  • ଜଓ୍ୱାଦ ପ୍ରଭାବ : ମାଡି ଆସିବ ସମୁଦ୍ର, ଉଠିବ ବଡ ଜୁଆର
  • ||

ଏଟିଏମ୍ ଲୁଟ୍ ଉଦ୍ୟମ ବିଫଳ, ପୋଲିସର ଛାନ୍‌ଭିନ୍‌

27/12/2019 at 3:41 PM

ବାଲେଶ୍ବର ୨୭।୧୨: ଏଟିଏମ୍‌ ଭାଙ୍ଗି ଟଙ୍କା ଲୁଟ୍ ଉଦ୍ୟମ । ବାଲେଶ୍ବର ଫକୀର ମୋହନ ଗୋଲେଇ ଛକ ନିକଟରେ ଥିବା ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆର ଏକ ଏଟିଏମକୁ ଭାଙ୍ଗି ଟଙ୍କା ଲୁଟ୍‌ ପାଇଁ ଉଦ୍ୟମ କରାଯାଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି ।

ସୂଚନାଯୋଗ୍ୟ ଯେ, ଗୁରୁବାର ବିଳମ୍ବିତ ରାତିରେ  ବାଲେଶ୍ବର ଫକୀର ମୋହନ ଗୋଲେଇ ଛକରେ ଥିବା ଷ୍ଟେଟ ବ୍ୟାଙ୍କ ଅଫ୍ ଇଣ୍ଡିଆର ଏକ ଏଟିଏମକୁ ଭାଙ୍ଗି ଟଙ୍କା ଲୁଟ୍‌ ପାଇଁ ଉଦ୍ୟମ କରିଛନ୍ତି ଦୁର୍ବୁତ୍ତ । ତେବେ ଗତକିଛି ଦିନ ହେବ ଏଟିଏମ୍‌ଟି ଅଚଳ ଥିଲା । କିନ୍ତୁ ଦୁର୍ବୁତ୍ତମାନେ ନଜାଣି ଏଟିଏମ୍‌ରୁ ଟଙ୍କା ଲୁଟ୍ ପାଇଁ ଉଦ୍ୟମ କରିଥିଲେ । ଏଟିଏମ୍‌ ଲୁଟ୍‌ରେ ବିଫଳ ହେବାରୁ ଘଟଣାସ୍ଥଳକୁ ଛାଡି ଚାଲିଯାଇଇଥିଲେ । ପରେ ଖବର ପାଇଁ ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନଭିନ୍‌ ଜାରି ରଖିଛି ।

   Related Posts