ରାଜଧାନୀରେ ଥମୁନି ଏଟିଏମ୍‌ ଲୁଟ୍‌, ଟେକନିକାଲ ପଦ୍ଧତିରେ ୭ ଲକ୍ଷ ନେଇଗଲେ ଦୁର୍ବୃତ୍ତ !

Published By : Prameya-News7 Bureau | May 18, 2022 IST

ଭୁବନେଶ୍ୱର ୧୮।୦୫: ଭୁବନେଶ୍ବରରେ ପୁଣି ମାତିଲେ ଏଟିଏମ୍ ଲୁଟେରା । କୋଳଥିଆ ଛକ ନିକଟ ୟୁନିୟନ ବ୍ୟାଙ୍କ ଏଟିଏମରୁ ଲୁଟ୍ ହୋଇଛି । ଟେକନିକାଲ ପଦ୍ଧତିରେ ୭ ଲକ୍ଷ ଟଙ୍କା କାଢି ନେଇଛନ୍ତି ଦୁର୍ବୃତ୍ତ । ୩ଥର ଚେଷ୍ଟା କରିବା ପରେ ଟଙ୍କା କାଢିବାରେ ସକ୍ଷମ ହୋଇଥିଲା ଚୋର । ଏହି ଲୁଟରେ ବ୍ୟାଙ୍କ କର୍ମଚାରୀ ସାମିଲ ଥିବା ସନ୍ଦେହ କରାଯାଉଛି । ଖଣ୍ଡଗିରି ଥାନାରେ ଏଫଆଇଆର ପରେ ଘଟଣା ସ୍ଥଳ ଯାଇ ଡ଼ିସିପି ଛାନଭିନ କରିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.