Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଟିକାକରଣ ଏକ କୋଟି ପାର, ଶୁଭେଚ୍ଛା ଜଣାଇଲା ସ୍ବାସ୍ଥ୍ୟ ବିଭାଗ
  • ||
  • ରାଜ୍ୟରେ ଦିନକରେ ସୁସ୍ଥ ହେଲେ ୪୫୮୭ କରୋନା ଆକ୍ରାନ୍ତ , ଖୋର୍ଦ୍ଧାରୁ ସର୍ବାଧିକ ୬୭୧ ଡିସଚାର୍ଜ
  • ||
  • ଜୁନ ୨୪ରେ ବୈଠକ ଡାକିଲେ କଂଗ୍ରେସ ହାଇକମାଣ୍ଡ ସୋନିଆ ଗାନ୍ଧି, ଦଳୀୟ କନ୍ଦଳ ନେଇ ହେବ ମାନସମନ୍ଥନ
  • ||
  • ଭଦ୍ରକ : ବ୍ରାଉନସୁଗାର ସେବନକୁ ବିରୋଧ କରିବାରୁ ମାରଣାସ୍ତ୍ର ଧରି ଗୋଡାଇଲେ ଯୁବକ, ୩ ଗିରଫ, ୧୦ ଗ୍ରାମ ବ୍ରାଉନସୁଗାର ଜବତ
  • ||
  • ଭୁବନେଶ୍ବର : କୋଭିଡ୍ ଦ୍ବାରା କ୍ଷତିଗ୍ରସ୍ତ ଅନେକ ଅର୍ଗାନ୍ ରହୁନି ସୁରକ୍ଷିତ – ଡିଏମଇଟି
  • ||
  • ୫୦ ନେତାଙ୍କୁ ପ୍ରିୟଙ୍କା ଗାନ୍ଧୀଙ୍କ ଫୋନ୍ : ‘ଆପଣଙ୍କ ଟିକେଟ୍ କନଫର୍ମ୍, ନିର୍ବାଚନ ପାଇଁ ପ୍ରସ୍ତୁତ ହୁଅ’
  • ||
  • ଇଟ୍ଟାନଗର : ପୁଣି ଥରିଲା ଅରୁଣାଞ୍ଚଳ ପ୍ରଦେଶ, ଇଟ୍ଟାନଗରରେ ଭୂକମ୍ପ ଝଟ୍‌କା
  • ||
  • ଭୁବନେଶ୍ବର : କେନ୍ଦ୍ର ସରକାରଙ୍କ ନୂଆ ଗାଇଡ୍ ଲାଇନ୍ ଅନୁଯାୟୀ ବ୍ୟବହାର ହେବ ଷ୍ଟେରଏଡ୍ – ନିରଞ୍ଜନ ମିଶ୍ର
  • ||
  • ଭୁବନେଶ୍ବର : ଦ୍ବିତୀୟ ଲହର ଅପେକ୍ଷା ତୃତୀୟ ଲହର ପ୍ରଭାବ କମ୍, ତଥାପି ଜୋରଦାର କରିବାକୁ ପଡିବ ଟିକାକରଣ – ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ପାଟଣା : ଘରେ ଶୋଇଥିବା ବେଳେ କାମୁଡିଦେଲା ସାପ, ଚାଲିଗଲା ମହିଳାଙ୍କ ଜୀବନ
  • ||

ଆକ୍ସିସ ବ୍ୟାଙ୍କ ଏଟିଏମ୍ ରୁ ଲୁଟ୍

7/06/2018 at 5:40 AM

ଆକ୍ସିସ ବ୍ୟାଙ୍କ ଏଟିଏମ୍ ରୁ ଲୁଟ୍ । ଏଟିଏମ୍ ସଟର ତାଡି ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ । ବାଲେଶ୍ବର ଖଇରା ଥାନା ଅନ୍ତର୍ଗତ ତୁଡିଗଡିଆ ବଜାରରେ ଥିବା ଏଟିଏମ୍ ରୁ ଟଙ୍କା ଲୁଟି ନେଇଛନ୍ତି ଦୁବୃର୍ତ୍ତ । ତେବେ କେତେ ଟଙ୍କା ଲୁଟ ହେ।ଇଛଇ ସେନେଇ ସ୍ପଷ୍ଟ ସୂଚନା ମିଳିନି । ଆକ୍ସିସ ବ୍ୟାଙ୍କ କର୍ତ୍ତୃପକ୍ଷ ଖଇରା ଥାନାରେ ଅଭିଯୋଗ କରିଛନ୍ତି । ଘଟଣାର ତଦନ୍ତ କରୁଛି ପେ।ଲିସ ।

Leave a Reply

   Related Posts