Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପିରେ ବଡ ଧରଣର ଦୁର୍ଘଟଣା, ଖେରୀ ଘାଘରା ନଦୀରେ ଓଲଟିଲା ଡଙ୍ଗା, ୧୦୦ ଭାସିଗଲେ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

ବେକରେ ଗାମୁଛା ବାନ୍ଧି ଯୁବକଙ୍କ ଆତ୍ମହତ୍ୟା ! କାରଣ ଅସ୍ପଷ୍ଟ

20/05/2021 at 11:45 AM

ବାସୁଦେବପୁର ୨୦।୦୫: ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା । ମୃତ ଯୁବକ ଗୌରାଙ୍ଗ ଦାସଙ୍କ ପୁଅ ଚନ୍ଦ୍ରକା ଦାସ ବୋଲି ଜଣାପଡିଛି ।  ଭଦ୍ରକ ଜିଲ୍ଲା ବାସୁଦେବପୁର ୧୨ ନମ୍ବର ଓ୍ୱାର୍ଡର ମାହୁସାହି ଗାଁର ଘଟଣା । ମୃତ୍ୟୁର କାରଣ ବର୍ତ୍ତମାନ ସୁଦ୍ଧା ଅସ୍ପଷ୍ଟ ରହିଛି ।

ଖବର ଅନୁଯାୟୀ, ଆଜି ସକାଳ ଗାଁର କିଛି ଲୋକ ମହିଁଷାପଦା ସ୍କୁଲ ପଛ ପାଖରେ ଥିବା ଫୁଲ ଗଛକୁ ଫୁଲ ତୋଲିବାକୁ ଯାଇଥିବା ବେଳେ ଗଛରେ ମୃତଦେହ ଝୁଲୁଥିବାର ଦେଖିବାକୁ ମିଳିଥିଲା । ବେକରେ ଗାମୁଛା ବାନ୍ଧି ଏକ କନିଆରି ଗଛରେ ଝୁଲୁଥିବାର ଦେଖିବାକୁ ମିଳିଥିଲା । ପରେ ପରେ ଖବର ପ୍ରସାରିତ ହେବା ପରେ ଘଟଣାସ୍ଥଳରେ ଗ୍ରାମବାସୀମାନେ ଏକାଠି ହୋଇଯାଇଥିଲା । ମୃତ ଯୁବକ ଜଣଙ୍କ ବାସୁଦେବାପୁର ମ୍ୟୁନିସାପାଲିଟିରେ ଟ୍ୟାକ୍ସ ଆଦାୟକାରୀ କର୍ମଚାରୀ ଭାବେ କାର୍ଯ୍ୟ କରୁଥିଲେ । ତେବେ ଯୁବକ ଆତ୍ମହତ୍ୟା ନୁହେଁ ବରଂ ହତ୍ୟା କରିଥିବା ସାଧାରଣରେ ଚର୍ଚ୍ଚା ହେଉଛି ।

   Related Posts