Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପରିବାର ପାଇଁ ଏତିକି ସମ୍ପତ୍ତି ଛାଡି ଯାଇଛନ୍ତି କଂଗ୍ରେସର ଚାଣକ୍ୟ ଅହମଦ ପଟେଲ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ମୃତକଙ୍କ ସଂଖ୍ୟା ୧୬୮୭ରେ ପହଞ୍ଚିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୭୩୦ କରୋନା ସଂକ୍ରମିତ, ୩୧୬୦୦୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଦ୍ୱିତୀୟ AIIMS ପ୍ରତିଷ୍ଠା ପାଇଁ ପ୍ରସ୍ତାବ, କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ
  • ||
  • ପୁରୀ : ବାହାର ଭକ୍ତଙ୍କୁ ପୁରୀ ମନା, ନାଗାର୍ଜୁନ ବେଶ ପାଇଁ ଜିଲ୍ଲା ପ୍ରଶାସନର କଟକଣା
  • ||
  • ଭିଜିଲାନ୍ସ ଜାଲରେ ଓଡିଶା ବନୀକରଣ ଅତିରିକ୍ତ ପିସିସିଏଫ୍, ଭୁବନେଶ୍ବରର ୫ଟି ଓ ମୁମ୍ବାଇ ଏବଂ ପୁନେର ୭ଟି ସ୍ଥାନରେ ଚଢାଉ
  • ||
  • କଂଗ୍ରେସର ବରିଷ୍ଠ ନେତା ଅହମଦ ପଟେଲଙ୍କ ପରଲୋକ : କରୋନାରେ ସଂକ୍ରମିତ ହୋଇ ଚାଲିଥିଲା ଚିକିତ୍ସା
  • ||
  • Snack Video ସମେତ ପୁଣି ୪୩ଟି ମୋବାଇଲ୍‌ ଆପ୍‌ ବ୍ୟାନ୍‌ କଲେ ଭାରତ ସରକାର
  • ||

ଚାକିରି ନମିଳିବାରୁ ଚରମ ନିଷ୍ପତ୍ତି ! ଗଛରେ ଦଉଡି ଲଗାଇ ଯୁବକଙ୍କ ଆତ୍ମହତ୍ୟା

21/10/2020 at 11:20 AM

ବଲାଙ୍ଗୀର ୨୧।୧୦:  ଗଛରେ ଦଉଡି ଦେଇ ଯୁବକଙ୍କ ଆତ୍ମହତ୍ୟା । ବଲାଙ୍ଗୀର ଜିଲ୍ଲା ବଡମାଳ ଫାଣ୍ଡି ରେଙ୍ଗାଳି ନିକଟରୁ ଯୁବତଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ଯୁବକ ରେଙ୍ଗାଳି ଗାଁର ଅମିତ ସାହୁ (୨୭) ବୋଲି ଜଣାପଡିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନଭିନ୍ ଆରମ୍ଭ କରିଛି ।

ଖବର ଅନୁଯାୟୀ, ରେଙ୍ଗାଳି ନିକଟରେ ଏକ ଗଛରେ ଅମିତଙ୍କ ମୃତଦେହ ଝୁଲୁଥିବାର ସ୍ଥାନୀୟ ଲୋକ ଦେଖିଥିଲେ । ଯାହାକୁ ଦେଖି ଗ୍ରାମବାସୀ ମାନେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ପୋଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିଛି । ଯୁବକ ଜଣଙ୍କ ବିଟେକ୍‌ ସିଭିଲ୍‌ ଇଞ୍ଜିନିୟରିଂ ପାଠ ପଢୁଥିଲେ । ତେବେ ସରକାରୀ ଚାକିରି ନମଳିବାରୁ ଯୁବକ ଜଣଙ୍କ ଆତ୍ମହତ୍ୟା କରିଥିବା ପରିବାର ଲୋକ କହିଛନ୍ତି ।

   Related Posts