Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଲୋକସଭାରେ ପାରିତ ହେଲା କୃଷି ଆଇନ ଉଚ୍ଛେଦ ବିଲ୍‌
  • ||
  • କୃଷକଙ୍କୁ ଦଳି ମାରିଲେ ୭ ଦନ୍ତା, ଖଣ୍ଡ ଖଣ୍ଡ କରିଦେଲେ ଶରୀର
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ, ୨୩୬ ମୃତ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୯କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୭ କରୋନା ସଂକ୍ରମିତ, ୧୦୪୮୮୮୦ରେ ପହଞ୍ଚିଲା ସଂଖ୍ୟା
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଓମିକ୍ରନ୍ ନେଇ AIIMS ମୁଖ୍ୟ ଗୁଲେରିଆ ଦେଲେ ଚେତାବନୀ, କହିଲେ ନୂଆ ଭାରିଆଣ୍ଟ ଭାକସିନକୁ ଦେଇପାରେ ଚକମା
  • ||

ଟ୍ରେନ ଆଗକୁ ଡେଇଁ ଯୁବତୀଙ୍କ ଆତ୍ମହତ୍ୟା, ଏବେ ଯାଏଁ ମିଳିନି ପରିଚୟ

13/11/2021 at 11:14 AM

ସମ୍ବଲପୁର ୧୩।୧୧: ଟ୍ରେନ ଆଗକୁ ଡେଇଁ ଯୁବତୀଙ୍କ ଆତ୍ମହତ୍ୟା । ବର୍ତ୍ତମାନ ସୁଦ୍ଧା ମୃତ ଯୁବତୀଙ୍କ ପରିଚୟ ମିଳିପାରିନାହିଁ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନ୍‌ଭିନ୍‌ ଆରମ୍ଭ କରିଛି ପୋଲିସ ।

ଖବର ଅନୁଯାୟୀ, ସମ୍ବଲପୁର ତାଳଚେର ରେଳପଥର ରେଢାଖୋଲ ଷ୍ଟେସନ ନିକଟରେ ଜଣେ ଯୁବତୀ ଟ୍ରେନ୍‌ ଆଗକୁ ଡେଇଁ ଆତ୍ମହତ୍ୟା କରିଛନ୍ତି । ମାଲଗାଡ଼ି ସମ୍ମୁଖକୁ ଡେଇଁ ଆତ୍ମହତ୍ୟା କରିଛନ୍ତି ଯୁବତୀ । ତେବେ ଏବେ ଯାଏଁ ଯୁବତୀଙ୍କ ପରିଚୟ ମିଳିପାରିନାହିଁ । ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଥିବା ବେଳେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି ।

   Related Posts