ପାରିବାରିକ କଳହର କରୁଣ ପରିଣତି, ବିଷ ପିଇ ସ୍ୱାମୀ-ସ୍ତ୍ରୀଙ୍କ ଆତ୍ମହତ୍ୟା

Published By : Prameya-News7 Bureau | September 11, 2021 IST

ସାନଖେମୁଣ୍ଡି ୧୧।୦୯: ପାରିବାରିକ କଳହର କରୁଣ ପରଣତି । ବିଷ ପିଇ ସ୍ବାମୀ ସ୍ତ୍ରୀଙ୍କ ଆତ୍ମହତ୍ୟା ଅଭିଯୋଗ । ଗଞ୍ଜାମ ଜିଲ୍ଲା ପାଟପୁର ଥାନା ପୋଡାମାରି ଭଞ୍ଜ ସାହିର ଘଟିଛି ଘଟଣା । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି ।

ଖବର ଅନୁଯାୟୀ, ପାଟପୁର ଥାନା  ପୋଡାମାରି ଭଞ୍ଜସାହିରେ ପାରିବାରିକ କଳହକୁ ନେଇ ସ୍ୱାମୀ ଓ ସ୍ତ୍ରୀ ବିଷ ପିଇ ଆତ୍ମହତ୍ୟା କରିଥିଲେ । ମୃତକ ହେଲେ ସନ୍ତୋଷ ଗୌଡ଼ ଏବଂ ତାଙ୍କ ସ୍ତ୍ରୀ ନୟନି ଗୌଡ଼ ବୋଲି ଜଣାପଡିଛି ।ବର୍ତ୍ତମାନ ସୁଦ୍ଧା ମୃତ୍ୟୁର କାରଣ ସ୍ପଷ୍ଟ ଭାବେ ଜଣାପଡିନାହିଁ । ତେବେ ପାଟପୁର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସନ୍ତୋଷଙ୍କ ଘରେ ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ନୟନିଙ୍କୁ  ଦିଗପହଣ୍ଡି ମେଡ଼ିକାଲୁ ନିଆଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ  ମୃତ୍ୟୁ ହୋଇଛି

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.