Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପରଲୋକରେ ଦିବଙ୍ଗତ ଅଭିନେତା ବିଜୟ ମହାନ୍ତିଙ୍କ ମାଆ
  • ||
  • ଭୁବନେଶ୍ୱରରେ ପହଞ୍ଚିଲା ପ୍ରଥମ ପର୍ଯ୍ୟାୟ କୋଭିସିଲ୍ଡ ଟିକା, ୧୮ ବର୍ଷରୁ ୪୪ ବର୍ଷ ବୟସ୍କଙ୍କୁ ଦିଆଯିବ
  • ||
  • କୁକୁର ଆକ୍ରମଣରେ ହରିଣ ଗୁରୁତର, ଉଦ୍ଧାର କଲେ ଗାଁ ଲୋକେ…
  • ||
  • କଳାହାଣ୍ଡି : ଘର ବାହାରେ ଶୋଇଥିବା ବେଳେ ମାଡିଗଲା ଟ୍ରକ୍, ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ସାନଖେମୁଣ୍ଡି : କୋଭିଡ୍ କଟକଣା ଉଲଂଘନ କରି ଗାଁରେ ଚାଲିଥିଲା ବାହାଘର ଭୋଜିଭାତ, ବନ୍ଦ କଲା ପ୍ରଶାସନ
  • ||
  • ଚୋରି କରୁଥିଲା ବିଦ୍ୟୁତ ଖୁଣ୍ଟ, ଗାଁ ଲୋକଙ୍କ ହାତରେ ଧରାପଡିଲା ଚୋର
  • ||
  • ରାଜ୍ୟରେ କରୋନା ନେଲା ଆଉ ୨୧ଜଣଙ୍କ ଜୀବନ, ୨୧୬୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୧ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧,୮୦୭ ପଜିଟିଭ୍
  • ||
  • କମିଲା ତାତି : ଆଜି ଏହି ସବୁ ଜିଲ୍ଲାରେ ବଜ୍ରପାତ ସହ କୁଆପଥର ବର୍ଷା ସମ୍ଭାବନା
  • ||
  • ସଂକ୍ରମଣ ରୋକିବାକୁ ରାଜ୍ୟରେ ସାପ୍ତାହିକ ସଟ୍‌ଡାଉନ୍, ଜରୁରୀ ସେବାକୁ ଛାଡ଼ିଦେଲେ ସବୁ ବନ୍ଦ
  • ||

ସିଆର୍‌ପିଏଫ୍‌ ଯବାନଙ୍କ ଆତ୍ମହତ୍ୟା, ନିଜ ସର୍ଭିସ ରିଭଲଭର୍‌ରୁ ନିଜକୁ କଲେ ଗୁଳି

31/10/2020 at 2:22 PM

ଝାରସୁଗୁଡ଼ା ୩୧।୧୦: ନିଜ ସର୍ଭିସ ରିଭଲଭର୍‌ ରୁ ଗୁଳି ଫୁଟାଇ ଆତ୍ମହତ୍ୟା କଲେ ସିଆର୍‌ପିଏଫ୍‌ ଯବାନ । ମୃତ ଯବାନଙ୍କ ନାମ କମଳା କାନ୍ତ ରୋହିଦାସ ବୋଲି ଜଣାପଡିଛି ।

ଝାରସୁଗୁଡା ଜିଲ୍ଲା ବ୍ରଜରାଜନଗର ଅଞ୍ଚଳର କମଳାକାନ୍ତ ୨୦୧୭ ମସିହାରେ ସିଆର୍‌ପିଏଫ୍‌ ରେ ଯୋଗଦେଇ ଝାଡଖଣ୍ଡରେ ନିଯୁକ୍ତି ପାଇଥିଲେ। ଏହାର କିଛିଦିନ ପରେ ଛତିଶଗଡ଼ର ସୁକମା ଜିଲ୍ଲାକୁ ତାଙ୍କର ବଦଳି  ହୋଇଥିଲା । ତେବେ ଗତରାତିରେ ଡୋରାନ୍‌ ପାଲ୍‌ କ୍ୟାମ୍ପରେ ଥିବା ବେଳେ ନିଜ ସର୍ଭିସ ରିଭଲଭର୍‌ରୁ ଗୁଳି ଫୁଟାଇ ଆତ୍ମହତ୍ୟା କରିଥିଲେ। ଆଜି ସକାଳୁ ସୁକମା ପୋଲିସ କମଳାକାନ୍ତଙ୍କ ଶବକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି । ଘଟଣାର ତଦନ୍ତ ମଧ୍ୟ ଜାରି ରହିଛି । ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି। ଆଜି ସଂଧ୍ୟା ସୁଦ୍ଧା ବ୍ରଜରାଜନଗର ପହଞ୍ଚିବ କମଳାକାନ୍ତଙ୍କ ମୃତଦେହ।

   Related Posts