Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||
  • ସୁବର୍ଣ୍ଣପୁର : ମା’ ସୁରେଶ୍ଵରୀ ମନ୍ଦିରରୁ ଚୋରି ଘଟଣା : କାର୍ଯ୍ୟରେ ଅବହେଳା ପାଇଁ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||
  • ଖଲ୍ଲିକୋଟ : ଜମିଜମା ବିବାଦକୁ କେନ୍ଦ୍ରକରି ଗାଁରୁ ବାସନ୍ଦ, ନ୍ୟାୟ ଦାବିରେ ଜିଲ୍ଲାପାଳ ଅଫିସ୍ ସମ୍ମୁଖରେ ଆମରଣ ଅନଶନରେ ବସିଲେ ବୃଦ୍ଧ ଦମ୍ପତ୍ତି
  • ||
  • ଭୁବନେଶ୍ବର : ଦରଦାମ୍ ବୃଦ୍ଧି ପ୍ରତିବାଦ ସହ ବିଭିନ୍ନ ପ୍ରସଙ୍ଗକୁ ନେଇ ରାଜଭବନ ସମ୍ମୁଖରେ ବିଜେଡିର ଧାରଣା
  • ||
  • ଭୁବନେଶ୍ବର : ବିଧାନସଭା ଶୀତକାଳୀନ ଅଧିବେଶନ : ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ
  • ||
  • ଧର୍ମଗଡ : ଝୁଲନ୍ତା ଅବସ୍ଥାରେ ମିଳିଲା ଯୁବକଙ୍କ ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୬୭ ମୃତ
  • ||

ଏକତରଫା ପ୍ରେମ : ବାହା ହେବାକୁ ମନା କରିଦେଲା ଝିଅ, ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ

16/06/2021 at 10:35 AM

ଢେଙ୍କାନାଳ ୧୬।୦୬ : ହତାସ୍ ପ୍ରେମିକର ଆତ୍ମହତ୍ୟା ଉଦ୍ୟମ । ଏକ ତରଫା ପ୍ରେମରୁ ଆତ୍ମହତ୍ୟା ଉଦ୍ୟମ ।  ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇଦେଲା । ଗୁରୁତର ଅବସ୍ଥାରେ ଯୁବକଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଛି । ଢେଙ୍କାନାଳ ଜିଲ୍ଲା ସଦର ଥାନା ବଳରାମପୁରର ଟୁକୁନା ପ୍ରଧାନ ବୋଲି ଜଣାପଡିଛି ।

ଖବର ଅନୁଯାୟୀ,  ଟୁକୁନା ନିଜ ଗାଁର ଜଣେ ଝିଅକୁ ଏକ ତରଫା ପ୍ରେମ କରୁଥିଲେ। ବୁଧବାର ସକାଳେ ସେହି ଝିଅକୁ ବିବାହ କରିବା ପାଇଁ ପ୍ରସ୍ତାବ ଦେଇଥିଲେ । ମାତ୍ର ଉକ୍ତ ଯୁବତୀ ଜଣଙ୍କ ତାଙ୍କୁ ବିବାହ କରିବାକୁ ରୋକ୍‌ଠୋକ୍ ମନା କରିଦେଇଥିଲେ । ଫଳରେ ହତାସ ହୋଇ ଟୁକୁନା ଘରକୁ ଫେରି କିରୋସିନି ଢାଳିହୋଇ ନିଜ ଦେହରେ ନିଆଁ ଲଗାଇ ଦେଇଥିବା ଜଣାପଡିଛି । ଘର ଲୋକମାନେ ତାଙ୍କୁ ନିଆଁରୁ ଉଦ୍ଧାର କରି ଚିକିତ୍ସା ପାଇଁ ଡାକ୍ତରଖାନାକୁ ନେଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଢେଙ୍କାନାଳ ମୁଖ୍ୟ ଡକ୍ତରଖାନରେ ଭର୍ତ୍ତି କରାଯାଇଥିଲା। ମାତ୍ର ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ କଟକ ଏସସିବିକୁ ସ୍ଥାନନାନ୍ତରିତ କରାଯାଇଛି । ତାଙ୍କ ଶରୀରର ଶତକଡା ୮୦ପ୍ରତିଶତ ପୋଡିଯାଇଛି ।

   Related Posts