Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପରାଜୟ ଧାରା ଭାଙ୍ଗିଲା ଚେନ୍ନାଇ, ୬ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||
  • ସରକାରଙ୍କ ବଡ ନିଷ୍ପତ୍ତି, ନବମରୁ ଦ୍ଵାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଫି ୪୦ ପ୍ରତିଶତ କମିଲା, ଅଭିଭାବକଙ୍କୁ ମିଳିଲା ବଡ ଆଶ୍ଵସ୍ତି
  • ||
  • ଅଲମ୍ପିକ ପ୍ରସ୍ତୁତି ପାଇଁ ଗଠିତ ସଂସଦୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ, କମିଟିର ସଦସ୍ୟ ରହିଛନ୍ତି ସାଂସଦ ଅନୁଭବ ମହାନ୍ତି ଓ ସସ୍ମିତ ପାତ୍ର
  • ||
  • ମଦ ଦୋକାନ ନ ଖୋଲିବା ପାଇଁ ଜିଲ୍ଲାପାଳଙ୍କୁ ଦାବିପତ୍ର
  • ||
  • ବାଲେଶ୍ବର ଉପ ନିର୍ବାଚନରେ ମୁଖ୍ୟମନ୍ତ୍ରୀଙ୍କ ଡିଜିଟାଲ ପ୍ରଚାର: କହିଲେ, ‘ମୁଁ ସବୁବେଳେ ଆପଣଙ୍କ ସାଥିରେ ଅଛି’
  • ||
  • ମଙ୍ଗ ସମ୍ଭାଳିଲେ ନୀତିଶ ରାଣା, ଚେନ୍ନାଇକୁ ୧୭୩ ରନର ବିଜୟ ଲକ୍ଷ୍ୟ ଦେଲା କୋଲକାତା ନାଇଟ୍ ରାଇଡର୍ସ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୧୭ କରୋନା ସଂକ୍ରମିତ ଚିହ୍ନଟ
  • ||
  • ରାଉରକେଲା : ଡ୍ରାଇଭରଙ୍କ ନାଁରେ ୨୮ କୋଟି ଟଙ୍କାର GST ଠକେଇ ଅଭିଯୋଗ
  • ||
  • ଗଞ୍ଜାମ : ବୋମା ଭିଡୁଥିବା ବେଳେ ବିସ୍ଫୋରଣ, ଜଣେ ମୃତ, ଦୁଇ ଗୁରୁତର
  • ||

ଆଶାକର୍ମୀ ଓ ତାଙ୍କ ଝିଅଙ୍କୁ ଆକ୍ରମଣ, ଦେଢଶୁର ଓ ଦିଅରଙ୍କ ନାଁରେ ଅଭିଯୋଗ

8/07/2020 at 8:33 AM

ବ୍ରହ୍ମଗିରି ୦୮।୦୭ : ଜମିବାଡିକୁ କେନ୍ଦ୍ର କରି ଆଶାକର୍ମୀ ଓ ତାଙ୍କର ୨ ଝିଅଙ୍କୁ ଆକ୍ରମଣ କରାଯାଇଛି । ଆଶାକର୍ମୀଙ୍କ ଦେଢଶୁର ଓ ଦିଅର ମିଶି ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ପୁରୀ ଜିଲ୍ଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ହାସିନିପୁର ଗାଁର ଘଟଣା ଘଟିଛି ଘଟଣା ।

ସୂଚନାଯୋଗ୍ୟ ଯେ, ଜମିବାଡିକୁ କେନ୍ଦ୍ର କରି ଆଶାକର୍ମୀ ଓ ତାଙ୍କ ୨ଝିଅଙ୍କୁ ଆକ୍ରମଣ କରାଯାଇଛି । ଉଭୟ ଗୁରୁତର ଅବସ୍ଥାରେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ପରେ ତାଙ୍କ ସ୍ୱାସ୍ଥ୍ୟବସ୍ଥା ବିଗିଡିବାରୁ ପୁରୀ ସଦର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି ।  

   Related Posts