Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୦ କୋଭିଡ୍ ପଜିଟିଭ୍, ୩୩୭୭୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ନୂଆପଡ଼ା : ହଳଦି ଗାଁରେ ପୁଣି ଥରେ ବାଘ ଆତଙ୍କ, ଭୟରେ ଗ୍ରାମବାସୀ
  • ||
  • ପାକିସ୍ତାନରେ ହିନ୍ଦୁ ପରିବାରର ୫ ସଦସ୍ୟଙ୍କୁ ହତ୍ୟା ! ସନ୍ଦେହଜନକ ଅବସ୍ଥାରେ ମିଳିଲା ମୃତଦେହ
  • ||
  • ମୋହନା : ଅନ୍ଧବିଶ୍ୱାସର ଭୟଙ୍କର ରୂପ, ସୁସ୍ଥ ରହିବା ପାଇଁ ଏବେବି ଶିଶୁଙ୍କୁ ଦିଆଯାଉଛି ଚେଙ୍କ
  • ||
  • ଭିସୁଟର ୪୦ ଛାତ୍ର କୋଭିଡ୍ ପଜିଟିଭ୍ ମାମଲା : କମ୍ପାନୀର ଦାବି-‘ଆଣ୍ଟିଜେନ୍ କିଟରେ ତ୍ରୁଟି ନଥିଲା’
  • ||
  • ସୋନପୁର : ପଡୋଶୀଙ୍କ ସହ କଥା କଟାକଟିରୁ ଫୁଟିଲା ଗୁଳି, ଜଣେ ମୃତ
  • ||
  • ଚଣ୍ଡିଖୋଲ : ଗୋଷ୍ଠୀ ସଂଘର୍ଷର ସମାଧାନ ପାଇଁ ଯାଇଥିବା ପୋଲିସକୁ ବାନ୍ଧିଲେ ଏବଂ ୨ଟି ଜିପ୍ ଜାଳିଦେଲେ ଉତ୍ତ୍ୟକ୍ତ ଲୋକେ
  • ||

ଗାଁ ଦାଣ୍ଡରେ ୨ ଭାଇଙ୍କୁ ଗୋଡ଼େଇ ଗୋଡ଼େଇ ହାଣିଲେ ଦୁର୍ବୃତ୍ତ, ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି

21/01/2021 at 8:41 PM

ଟାଙ୍ଗୀ୨୧/୧: ଗାଁ ଦାଣ୍ଡରେ ୨ ଭାଇଙ୍କୁ ଗୋଡ଼େଇ ଗୋଡ଼େଇ ହାଣିଲେ ଦୁର୍ବୃତ୍ତ। ରକ୍ତ ଜୁଡୁବୁଡୁ ଅବସ୍ଥାରେ ୨ଜଣଙ୍କୁ ଏମ୍‌ସ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା ଅଧିନ ବାଲିନାସୀ ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି। କେଉଁ କାରଣରୁ ୨ ଭାଇଙ୍କୁ ଆକ୍ରମଣ କରାଗଲା, ତାହା ବର୍ତ୍ତମାନ ଜଣାପଡି ନାହିଁ। ଘଟଣାସ୍ଥଳରେ ଟାଙ୍ଗୀ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏହି ଘଟଣା ଘଟିବା ପରେ ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି ହୋଇଛି।

   Related Posts