Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଜି ସନ୍ଧ୍ୟାରେ ଦିଲ୍ଲୀ ପହଞ୍ଚିବ ସିଡିଏସ୍ ବିପିନ ରାୱତଙ୍କ ମରଶରୀର, ମୋଦୀଙ୍କ ସହ ପ୍ରତିରକ୍ଷା ମନ୍ତ୍ରୀ ଦେବେ ଶ୍ରଦ୍ଧାଞ୍ଜଳୀ
  • ||
  • ଭଞ୍ଜନଗର : ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ ହେଲା ଲାଲସିଙ୍ଗି ପଞ୍ଚାୟତର କିଛି ଅଞ୍ଚଳ, କୋଭିଡ୍ ପଜିଟିଭ୍ ଚିହ୍ନଟ ପରେ ପଦକ୍ଷେପ
  • ||
  • ଭୁବନେଶ୍ବର : ବିଧାନସଭା ପରେ ସମସ୍ତଙ୍କର ହେବ RTPCR ଟେଷ୍ଟ : ବାଚସ୍ପତି
  • ||
  • ଭୁବନେଶ୍ବର : ମହାନଦୀରେ କମିଛି ଜଳ ପ୍ରବାହ, ୫୧୬ ଚେକ୍ ଡ୍ୟାମ୍ କରିଛି ଛତିଶଗଡ : ଜଳସମ୍ପଦ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତାକୁ ନ୍ୟାୟ ଦେବାକୁ ବିଜେପିର ଦାବି : ବ୍ୟାରିକେଟ୍ ଭାଙ୍ଗି ବିଧାନସଭା ଘେରାଉ ଉଦ୍ୟମ ବେଳେ ଧସ୍ତାଧସ୍ତି, ପୋଲିସର ଲାଠିଚାର୍ଜ
  • ||
  • ଜୟପୁର : ଜୟପୁର ଏସଡିଜେଏମ୍ କୋର୍ଟରେ NIAର ୨ ଜଣିଆ ଟିମ୍, ମାଓ ନେତା ଦୁବାସୀ ଶଙ୍କରକୁ ପଚରାଉଚରା ପାଇଁ ଲୋଡିଲେ ଅନୁମତି
  • ||
  • ଭୁବନେଶ୍ବର : ବିଜେଡି ଓ ବିଜେପି ବିକ୍ଷୋଭ ପ୍ରସଙ୍ଗ : କଂଗ୍ରେସ ବିଧାୟକ ମହମ୍ମଦ ମୋକିମ କହିଲେ- ଗୋଟିଏ ମୁଦ୍ରାର ଦୁଇ ପାର୍ଶ୍ବ
  • ||
  • ଟାଙ୍ଗୀ : କେନ୍ଦୁଆ ଜଙ୍ଗଲରୁ ମିଳିଲା ଅଜଣା ଯୁବକଙ୍କ ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ବଡବିଲ : ଶନି ମନ୍ଦିରରୁ ଲୁଟ୍, ଦାନ ବାକ୍ସ ଉଠାଇନେଲେ ଦୁର୍ବୃତ୍ତ
  • ||
  • ନିଶ୍ଚିନ୍ତକୋଇଲି : ଛେଳି ଚୋରକୁ ଛେଚିଲେ ଗାଁ ଲୋକେ, ପୋଲିସର ଜିମାଦେଲେ
  • ||

ଢେଙ୍କାନାଳ କୋର୍ଟ ଭିତରେ ଓକିଲଙ୍କୁ ହତ୍ୟା ଉଦ୍ୟମ; ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଓକିଲଙ୍କ ଥାନା ଘେରାଉ

15/12/2018 at 2:11 PM

ଢେଙ୍କାନାଳ ୧୫/୧୨ : ଢେଙ୍କାନାଳ କୋର୍ଟ ପରିସରରେ ଓକିଲଙ୍କୁ ହତ୍ୟା ଉଦ୍ୟମ ହୋଇଛି | ଓକିଲ ତଥା ଢେଙ୍କାନାଳ ବାର ଆସୋସିଏସନର ପୂର୍ବତନ ସଭାପତି ନବ କିଶୋର ଗୁରୁଙ୍କ ଉପରେ ଆକ୍ରମଣ ହୋଇଛି | ତାପସି ପ୍ରଧାନ ନାମକ ଜଣେ ମହିଳା ଅନ୍ୟ ୪ଜଣଙ୍କ ସହ ମିଶି ଏହି ଆକ୍ରମଣ କରିଥିବା ଅଭିଯୋଗ ହୋଇଛି | ହତ୍ୟା ଉଦ୍ୟମ କରିଥିବା ମହିଳାଙ୍କ ସମେତ ୪ଜଣ ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଓକିଲମାନେ ଢେଙ୍କାନାଳ ଟାଉନ ଥାନା ଘେରାଉ କରିବା ସହ କାର୍ଯ୍ୟବନ୍ଦ ଆନ୍ଦୋଳନ କରିଛନ୍ତି | ଘଟଣାକୁ ନେଇ ଉତ୍ତେଜନା ଲାଗିରହିଛି | ପୋଲିସ ଘଟଣାର ତଦନ୍ତ କରୁଛି | ଖବର ନେବାରୁ ଜଣାପଡିଛି ନବ କିଶୋର ଗୁରୁଙ୍କ ଘର ପାଖରେ ତାପସି ପ୍ରଧାନଙ୍କ ଘର | ପୂର୍ବରୁ ସେମାନଙ୍କ ମଧ୍ୟରେ ଗଣ୍ଡଗୋଳ ଲାଗିରହିଛି |

   Related Posts