Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦିଲ୍ଲୀ: କରୋନା ଟିକା ନେବା ପରେ ୫୧ ଜଣଙ୍କ ଠାରେ ଦେଖାଗଲା ପାର୍ଶ୍ବ ପ୍ରତିକ୍ରିୟା
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୯ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆରମ୍ଭ ହେଲା କୋଭିଡ୍ ଟିକାକରଣ, ୧୬୧ କେନ୍ଦ୍ରରେ ଚାଲିଛି ଟିକାଦାନ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୭୮ କୋଭିଡ୍ ସଂକ୍ରମିତ, ୩୩୩୧୨୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ ଖସୁଛି କରୋନା ଗ୍ରାଫ୍, ଗତ ୨୪ଘଣ୍ଟାରେ ୧୫୧୫୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଘାଟିରେ ଦୁର୍ଘଟଣା : ଟ୍ରକକୁ ସାମ୍ନା ପଟୁ ପିଟିଲା ବାଇକ୍‌, ଚାଲିଗଲା ଶଳା-ଭିଣୋଇଙ୍କ ଜୀବନ
  • ||
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||

ଅଘୋଷିତ ବିଦ୍ୟୁତ କାଟ ଯୋଗୁଁ ବିଦ୍ୟୁତ କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ

21/09/2020 at 2:57 PM

ବାଲେଶ୍ବର୨୧/୯: ବିଦ୍ୟୁତ କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ।  ବାଲେଶ୍ବର ସହର ନିକଟ ଫୁଲାଡି ବିଦ୍ୟୁତଷ୍ଟ୍ରକଚର କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ କରିଛନ୍ତି କିଛି ଯୁବକ। ଅଘୋଷିତ ବିଦ୍ୟୁତ କାଟ ଯୋଗୁଁ କିଛି ଲୋକ ରାଗରେ ବିଦ୍ୟୁତଷ୍ଟ୍ରକଚର ଭିତରକୁ ବାଡି ଏବଂ ବନ୍ଧୁକ ନେଇ ପଶିଥିଲେ। ସେଠାରେ ଉପସ୍ଥିତ ଥିବା ଜେଇ, ଲାଇନ ମ୍ୟାନ୍ ସମେତ ଆଠ ଜଣଙ୍କ ସହ ଯୁକ୍ତିତର୍କ ହୋଇଥିଲା।

ଏମାନଙ୍କ ମଧ୍ୟରେ ପ୍ରଥମେ ବାକ ଯୁଦ୍ଧ ହୋଇଥିଲା। କିନ୍ତୁ ପରବର୍ତ୍ତୀ ସମୟରେ ବିଦ୍ୟୁତ କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ଯୁବକମାନେ। ରକ୍ତ ଜୁଡୁବୁଡୁ ଅବସ୍ଥାରେ ସେମାନଙ୍କୁ ବାଲେଶ୍ବର ଜିଲ୍ଲା ମୂଖ୍ୟଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଏନେଇ ଥାନାରେ ଏକ ମାମଲା ରୁଜୁ ହୋଇଛି । 

   Related Posts