Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେବାଳିଆ ଦ୍ଵାର ଦେଶରେ ଥିବା ଶ୍ରୀଲଙ୍କା ପାଇଁ ଅକ୍ସିଜେନ ପାଲଟିଲା ଭାରତ, ଦେଲା ଏତେ କୋଟି ସହାୟତା
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ କଂଗ୍ରେସର ୧୮ ଜଣିଆ ନିର୍ବାଚନ କମିଟି, ନରସିଂହ ଅଧ୍ୟକ୍ଷ
  • ||
  • ପଞ୍ଚାୟତ ନିର୍ବାଚନ: ପ୍ରଥମ ଦିନରେ ନାମାଙ୍କନପତ୍ର ଦାଖଲ କଲେ ୮୭୭୨ ଜଣ ପ୍ରାର୍ଥୀ
  • ||
  • ପୁଣି ନିରାଶ ହେଲେ ସୁମିତ୍, ଆବେଦନ ଖାରଜ କଲେ ଏସଡିଜେଏମ କୋର୍ଟ
  • ||
  • ପଞ୍ଚାୟତ ନିର୍ବାଚନ ପୂର୍ବରୁ ହିଂସା ! ସମିତି ସଭ୍ୟାଙ୍କ ଗାଡି ଜାଳିଦେଲେ ଦୁର୍ବୃତ୍ତ
  • ||
  • ମହିଳାଙ୍କ ଦେହରେ ନିଆଁ ଲଗାଇ ଦେଲେ ଧରମ ଭାଇ ! ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
  • ||
  • ବିଲଡର୍ ସଂସ୍ଥାର ଘର ଉପରେ ବୋମାମାଡ, ୩ ଶ୍ରମିକ ଆହତ
  • ||
  • ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୪କୁ ବୃଦ୍ଧି
  • ||
  • ରାଜ୍ୟରେ ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୪୮୯ କୋଭିଡ୍ ପଜିଟିଭ୍, ୧୧୪୪୪୦୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୫୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୮୫ ମୃତ
  • ||

ନକଲି ମଦ ତିଆରି ଆଡ୍ଡା ଉପରେ ଚଢ଼ାଉ: ୪୭୪୦ ଲିଟର ଦେଶୀ ମଦ ସହ ବିଭିନ୍ନ ସାମଗ୍ରୀ ଜବତ

22/04/2020 at 4:16 PM

ବ୍ରହ୍ମପୁର୨୨/୪: ନକଲି ଦେଶୀ ମଦ କାରବାରରେ ବ୍ରହ୍ମପୁର ପୁଲିସ୍ ପକ୍ଷରୁ ୧୪ ଜଣଙ୍କୁ ଗିରଫ କରାଯାଇଛି। ୪୭୪୦ ଲିଟର ଦେଶୀ ମଦ ସହ ୨୩୮୦୦ଲିଟର ପୋଚ ଏବଂ  ୨୩୮୦୦ଲିଟର ପୋଚ କରିଛି ବ୍ରହ୍ମପୁର ପୁଲିସ୍।

ବ୍ରହ୍ମପୁର ଲାଞିପଲ୍ଲୀ ବାଇପାସ୍ ନିକଟ ଜଳେଶ୍ବର ଠାରେ ଗତକାଲି ରାତିରେ ଚଢାଉ କରି ମଦ ବେପାରୀ ଓ ମଦ ସାମଗ୍ରୀ ଜବତ ହୋଇଛି। ମଦ କାରବାରରେ ମାଷ୍ଟର ମାଇଣ୍ଡ ଭାସ୍କର ସାହୁ ଗିରଫ ହୋଇଛନ୍ତି।

   Related Posts