Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମିବାରେ ଲାଗିଛି କରୋନା ପ୍ରଭାବ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୭୦୭ ଆକ୍ରାନ୍ତ
  • ||
  • ବିରାଟ ବାହିନୀ ଚିତ୍‌ପଟାଙ୍ଗ, ଭାରତକୁ ୫୧ ରନରେ ହରାଇ ସିରିଜ୍ ହାତେଇଲା ଅଷ୍ଟ୍ରେଲିଆ
  • ||
  • କାର୍ତ୍ତିକ ପୂର୍ଣ୍ଣିମାରେ ପବିତ୍ର ଗଙ୍ଗା ସ୍ନାନକୁ ନେଇ ଦୁଇ ଦିନ ପାଇଁ ହରିଦ୍ୱାର ସୀମା ସିଲ୍
  • ||
  • ହାଡଭଙ୍ଗା ଶୀତ ଯୋଗୁଁ ମନାଲିରେ ଜଣକର ମୃତ୍ୟୁ, ଜିରୋ ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଡାଲିରେ ୧୫ ଟଙ୍କା ରିହାତି ଦେବେ ସରକାର
  • ||
  • ଭୁବନେଶ୍ୱର : କମିଲା କୋଭିଡ୍ ମୃତ୍ୟୁ ସଂଖ୍ୟା : ଗତ ୨୪ ଘଣ୍ଟାରେ ଯାଇଛି ୪ ମୁଣ୍ଡ, ୧୭୩୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୫୧୮ କରୋନା ସଂକ୍ରମିତ, ୩୧୮୩୦୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ସୋର : ଡକାୟତ ଗ୍ୟାଙ୍ଗ୍ ଓ ଗ୍ରାମବାସୀଙ୍କ ମଧ୍ୟରେ ଖଣ୍ଡ ଯୁଦ୍ଧ : ୪ ଗୁରୁତର, ଜଣେ ଗିରଫ
  • ||
  • ନୂଆଦିଲ୍ଲୀ : ଭାରତରେ କମୁଛି ସଂକ୍ରମଣ, ଗତ ୨୪ଘଣ୍ଟାରେ ୪୧୮୧୦ କରୋନା ଆକ୍ରାନ୍ତ ଚିହ୍ନଟ
  • ||
  • ଉଦଳା : ଜମିବାଡି ବିବାଦକୁ କେନ୍ଦ୍ରକରି ଡବଲ ମର୍ଡର ! ସଂମ୍ପର୍କୀୟ ଭାଇ ଓ ପୁତୁରାକୁ ହତ୍ୟା କଲା ଭାଇ
  • ||

ହସ୍ପିଟାଲ କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ: ଆମ୍ବୁଲାନ୍ସ ଡ୍ରାଇଭର ଫେରାର, ପୋଲିସ ଆରମ୍ଭ କଲା ତଦନ୍ତ

7/11/2020 at 3:23 PM

ଆନନ୍ଦପୁର୭/୧୧: କାର୍ଯ୍ୟରତ ସ୍ବାସ୍ଥ୍ୟମିତ୍ର ମ୍ୟାନେଜରଙ୍କୁ ମରଣାନ୍ତକ ଆକ୍ରମଣ। ଆନନ୍ଦପୁର ଉଖଣ୍ଡ ମୁଖ୍ୟ ଚିକିତ୍ସାଳୟରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ମିଳିଥିବା ସୂଚନା ମୁତାବକ, ଏକ ନର୍ସିଂ ହୋମ୍‌ରେ ଆମ୍ବୁଲାନ୍ସ ଡ୍ରାଇଭର ଭାବେ କାର୍ଯ୍ୟରତ ଜଣେ ଯୁବକ ତାଙ୍କୁ ଆକ୍ରମଣ କରିଛନ୍ତି।

ଆକ୍ରମଣରେ ଶିକାର ହୋଇଥିବା ଅଜିତ୍ କୁମାର ହୋଙ୍କୁ ପ୍ରଥମେ ଆନନ୍ଦପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତାଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କାଟାପନ୍ନ ହେବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ମ୍ୟାନେଜରଙ୍କୁ କାହିଁକି ଆକ୍ରମଣ କଲେ ଡ୍ରାଇଭର, ତାହା ଏପର୍ଯ୍ୟନ୍ତ ଜଣାପଡି ନାହିଁ। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ତାଙ୍କୁ ଆକ୍ରମଣ କରାଯାଇଥିବାସନ୍ଦେହ କରାଯାଉଛି। ବର୍ତ୍ତମାନ ଆମ୍ବୁଲାନ୍ସ ଡ୍ରାଇଭର ଫେରାର ଥିବା ବେଳେ ଘଷିପୁରା ପୋଲିସ୍ ଏହି ଘଟଣାରେ ତଦନ୍ତ କରୁଛି।   

   Related Posts