Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସୁଶିଲ ମୋଦି ରାଜ୍ୟସଭା ପ୍ରାର୍ଥୀ, ରାମବିଳାସ ପାଶଓ୍ବାନଙ୍କ ସ୍ଥାନରେ ଟିକେଟ୍‌ ଦେଲା ବିଜେପି
  • ||
  • ଡିସେମ୍ବର ୧ରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ୍‌ କଲେଜ୍‌, କରୋନା ଗାଇଡ୍‌ଲାଇନ୍‌ ସହ ଏସ୍‌ଓପି ପାଳନ ବାଧ୍ୟତାମୂଳକ
  • ||
  • ବାଜିରାଉତ ବ୍ରିଜ୍‌ ଉପରେ ବସ୍‌ ଉପରକୁ ଗୁଳିମାଡ଼, ଦୁଇ ଯୁବକ ଏବଂ ଜଣେ ଯୁବତୀ ଫେରାର
  • ||
  • ଘୋଷଣା ହେଲା ଧର୍ମପଦ ସମ୍ମାନ, ୨୦୧୬ ରୁ ୨୦ ବର୍ଷ ପାଇଁ ୫ ଜଣଙ୍କୁ ଧର୍ମପଦ ସମ୍ମାନ, ୨୫ ଜଣ ଶିଳ୍ପୀ ହେବେ ସମ୍ବର୍ଦ୍ଧିତ
  • ||
  • ପାଠକ ବାପ-ପୁଅ ଗିରଫ, କୁବେର ଜଙ୍ଗଲ ଅଫିସରଙ୍କ ଅମାପ ସଂପତ୍ତି ଠାବ କରିଛି ଭିଜିଲାନ୍ସ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||

ଥାନା ଅଧିକାରୀଙ୍କୁ ଆକ୍ରମଣ, ୬ ଗିରଫ

1/11/2020 at 3:44 PM

ଜି. ଉଦୟଗିରି୧/୧୧: ଜୁଆ ଆଡ୍ଡା ଉପରେ ଚଢ଼ାଉ ବେଳେ ଥାନା ଅଧିକାରୀଙ୍କୁ ଆକ୍ରମଣ। ଏହି ଆକ୍ରମଣରେ କନ୍ଧମାଳ ଜିଲ୍ଲାର ବ୍ରାହ୍ମଣୀ ଗାଁ ଥାନା ଅଧିକାରୀ ରଞ୍ଜିତ ମୁନୀ ଆହତ ହୋଇଛନ୍ତି। ଗତକାଲି ରାତିରେ ମେରେମା ଗ୍ରାମକୁ ପେଟ୍ରୋଲିଂ ବେଳେ ଏକ ଜୁଆ ଆଡ଼ା ଉପରେ ଚଢ଼ାଉ ହୋଇଥିଲା।

ଚଢ଼ାଉ  ବେଳେ ସେଠାରେ ଉପସ୍ଥିତ ଥିବା ଲୋକମାନେ ଥାନା ଅଧିକାରୀଙ୍କୁ ଆକ୍ରମଣ କରିଥିଲେ। ଏହି ଆକ୍ରମଣ ପରେ ସଂପୃକ୍ତ ୬ ଜଣ ବ୍ୟକ୍ତିଙ୍କୁ ପୋଲିସ୍ ଗିରଫ କରିଥିଲା।ଏହି ଘଟଣାରେ ଅନ୍ୟ ଅଭିଯୁକ୍ତମାନଙ୍କୁ ପୋଲିସ୍ ଖୋଜୁଛି। ପୋଲିସ ଅନ୍ୟ କିଛି ଲୋକଙ୍କୁ ଖୋଜିବାକୁ ସେହି ଗ୍ରାମକୁ ଯିବାରୁ ଲୋକମାନେ ଭୟରେ ଗ୍ରାମ ଛୋଟ ପାଖ ଏକ ନିଛାଟିଆ ପାହାଡ ପାଖକୁ ଯାଇଛନ୍ତି।ବର୍ତ୍ତମାନ ସେହି ଅଞ୍ଚଳରେ କୋକାୟ ଭୟ ସୃଷ୍ଟି ହୋଇଛି।

ଏ ନେଇ ଆମେ ଥାନା ଅଧିକାରୀଙ୍କ ମୋବାଇଲ ସହ ଯୋଗାଯୋଗ କରିବାକୁ ଚେଷ୍ଟା କରୁଛୁ ମାତ୍ର ସେ ମୋବାଇଲ ରିସିଭ କରୁନାହାନ୍ତି।

   Related Posts