Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ତାତିଲେ ମହିଳା: ବି​‌କ୍ଷୋଭ ବେଳେ ପୋଲିସ୍ ଓ ବ୍ଲକ କର୍ମଚାରୀଙ୍କୁ ଆକ୍ରମଣ

28/10/2020 at 5:05 PM

ଭଦ୍ରକ୨୮/୧୦:  ମହିଳା ମହାସଂଘର ସଭାନେତ୍ରୀ, ସମ୍ପାଦିକାଙ୍କୁ ବେଆଇନ ଭାବେ ବହିଷ୍କାର କରିବା ଘଟଣା ପ୍ରତିବାଦରେ ବନ୍ତ ବ୍ଲକ ସମ୍ମୁଖରେ ବୁଧବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା।

ବିକ୍ଷୋଭ କରୁଥିବା କେତେକ ବ୍ୟକ୍ତି ଅଚାନକ ଭାବେ ମହିଳା ବ୍ଲକ କାର୍ଯ୍ୟାଳୟ ଭିତରେ ପଶି ବିପିଏମ ଓ OLM ଅଧିକାରିଣୀଙ୍କୁ ମାଡ଼ ମାରିବା ସହ ତାଙ୍କ ଅଫିସରେ ଭଙ୍ଗାରୁଜା କରିଥିଲେ। ଏପରି କି ଝାଡୁ, ପହଁରା ଧରି ମାଡ଼ ମାରିବା ସହ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ କାଗଜ ପତ୍ର ଚିରିବା ସହ କମ୍ପ୍ୟୁଟର ଭାଙ୍ଗି ଦେଇଥିବା ଅଭିଯୋଗ ହୋଇଛି।

ଏଥିରେ ପୋଲିସ କର୍ମଚାରୀମାନେ ପ୍ରତିବାଦ କରିବାରୁ ତାଙ୍କୁ ମଧ୍ୟ ମାଡ଼ ମାରି ଲହୁ ଲୁହାଣ କରିଥିଲେ। ଫଳରେ ଦୁଇଜଣ ପୋଲିସ କର୍ମଚାରୀ ଓ ଦୁଇଜଣ ବ୍ଲକ ଅଧିକାରୀ ଗୁରୁତର ଆହତ ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି।  ଘଟଣାସ୍ଥଳରେ ତୀବ୍ର ଉତ୍ତେଜନା ସହ ପୋଲିସ ମୁତୟନ ହୋଇଥିଲେ।

   Related Posts