Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଏସଏଫର ବଡ କାର୍ଯ୍ୟାନୁଷ୍ଠାନ, ବାଂଲାଦେଶ ସୀମାରେ ୮୨ ନକଲି ଡ୍ରାଇଭିଂ ଲାଇସେନ୍ସ ଜବତ
  • ||
  • ୟୁପି ସମର: ଅଖିଳେଶଙ୍କ ପାଇଁ ପ୍ରଚାର କରିବେ ମମତା, ଫେବୃଆରୀ ୮ରେ ଲକ୍ଷ୍ନୌରେ ଭର୍ଚୁଆଲ ରାଲି
  • ||
  • ଆସନ୍ତାକାଲି ପ୍ରଥମ ଦିନିକିଆ: କିଏ କରିବ ଓପନିଂ ? ଖୁଲାସା କଲେ ରାହୁଲ, ୫ ବର୍ଷ ପରେ ଦିନିକିଆକୁ ପ୍ରତ୍ୟାବର୍ତ୍ତନ କରିବେ ଏହି ଖେଳାଳି
  • ||
  • କାରିଗରଙ୍କଠୁ ଲାଞ୍ଚ ନେବା ମହଙ୍ଗା ପଡିଲା, ଭିଜିଲାନ୍ସ ଦ୍ଵାରା ବନ୍ଧା ହେଲେ ହସ୍ତଶିଳ୍ପ ନିଗମର ସହ-ନିର୍ଦ୍ଦେଶକ ଓ କ୍ରାପ୍ଟମ୍ୟାନ୍
  • ||
  • କଲେଜ୍ରେ ନିର୍ବାଚନୀ ସଭା ନେଇ କଠୋର ହେଲେ ଏସଇସି: ଏସଡିପିଓ ଏବଂ ପ୍ରିନ୍ସିପାଲଙ୍କୁ ନିଲମ୍ବନ କରିବାକୁ ଦେଲେ ନିର୍ଦ୍ଦେଶ
  • ||
  • IPL 2022: କେଏଲ ରାହୁଲଙ୍କ ସହ ଏହି ଦୁଇ ଖେଳାଳିଙ୍କୁ ନିଜ ଦଳରେ ସାମିଲ୍ କଲା ଲକ୍ଷ୍ନୌ ଫ୍ରାଞ୍ଚାଇଜି
  • ||
  • ମଙ୍ଗଳବାର ପୃଥିବୀର ନିକଟତର ହେବ ବିରାଟ ଗ୍ରହାଣୁ : ମାଡ ହେଲେ ଘଟାଇବ ବିନାଶ !
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୩୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୧୦ ମୃତ
  • ||
  • ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୮କୁ ବୃଦ୍ଧି
  • ||
  • ରାଜ୍ୟରେ ୧୧ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୦୮୬ କୋଭିଡ୍ ପଜିଟିଭ୍, ୧୧୫୫୪୮୭ରେ ପହଞ୍ଚିଲା ସଂଖ୍ୟା
  • ||

ଅନ୍ଧବିଶ୍ବାସର କୁପରିଣତି: ୨ ଭାଇଙ୍କୁ ସଙ୍ଘବଦ୍ଧ ଆକ୍ରମଣ, ବଡ଼ଭାଇ ମୃତ, ସାନ ଭାଇ ଗୁରୁତର

9/06/2020 at 10:14 AM

ନୂଆପଡା୯/୬: ଅନ୍ଧବିଶ୍ବାସର କୁପରିଣତି। ଗୁଣିଗାରେଡି ସନ୍ଦେହରେ ଦୁଇ ଭାଇଙ୍କୁ ସଙ୍ଗବଦ୍ଧ ଭାବେ  ଆକ୍ରମଣ କରାଯାଇଛି। ଏହି ଆକ୍ରମଣରେ ବଡଭାଇ ଦେବାନନ୍ଦ ଘିବେଲାଙ୍କ ମୃତ୍ୟୁ ହୋଇଥିବା ବେଳେ ସାନ ଭାଇ ଗୁରୁତର ହୋଇଛନ୍ତି। ସିନାପାଲି ଥାନା ନାଗଝର ଗାଁରେ ଏଭଳି ଅଭାବନୀୟ ଘଟଣା ଘଟଣା ଘଟିଛି। ଗୁରୁତର ସାନ ଭାଇ ଦେବଦର୍ଶନ ଭବାନିପାଟଣା ସରକାରୀ ମୂଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ଘଟଣାସ୍ଥଳରେ ସିନାପାଲି ପୋଲିସର ତଦନ୍ତ ଚଳାଇଛି।ଗୁଣି ଗାରେଡି ସନ୍ଦେହରେ ଗ୍ରାମର କିଛି ଲୋକ ମାରଣାସ୍ତ୍ର ଧରି ମାରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗ । ଗତକାଲି ରାତିରେ ସ୍ଥାନୀୟ ଝାରବନ୍ଧରୁ ଫେରୁଥିବା ବେଳେ ଗାଁ ମୁଣ୍ଡରେ ଯୋଜନାବଦ୍ଧ ଆକ୍ରମଣ କରାଯାଇଥିବା ମଝିଆ ଭାଇ ବୁଡୁରାମ ଘିବେଲା ସୁଚନା ଦେଇଛନ୍ତି ।

   Related Posts