Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୦ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୬୦କୁ ବୃଦ୍ଧି
  • ||
  • ରାଜ୍ୟରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୦୫୭ କୋଭିଡ୍ ପଜିଟିଭ୍, ୧୨୩୬୨୨୬ରେ ପହଞ୍ଚିଲା ସଂଖ୍ୟା
  • ||
  • ପାକିସ୍ତାନ: ବଲୁଚିସ୍ତାନ ଚେକ୍ ପୋଷ୍ଟ ଉପରେ ଆତଙ୍କୀ ହମଲା, ୧୦ ସୈନିକଙ୍କ ମୃତ୍ୟୁ
  • ||
  • ରାଉରକେଲା : ଭିଜିଲାନ୍ସ ଜାଲରେ ଲ୍ୟାମ୍ପ୍ସ ଏମ୍‌ଡି, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ଭି. ଅନନ୍ତ ନାଗେଶ୍ୱରନ ହେବେ ଭାରତର ଆଗାମୀ ମୁଖ୍ୟ ଆର୍ଥିକ ପରାମର୍ଶଦାତା, ଅତିଶୀଘ୍ର ଘୋଷଣା କରିପାରନ୍ତି ସରକାର
  • ||
  • ସୋର : ଦେଶୀ ମଦ ଦୋକାନରେ ପଶି କର୍ମଚାରୀଙ୍କୁ କଟୁରୀରେ ହାଣିଲେ ଦୁର୍ବୃତ୍ତ, ଛଡାଇନେଲେ ୭୦ହଜାର ଟଙ୍କା
  • ||
  • କଣ୍ଟାବାଞ୍ଜି : ଚାଲାଣ ବେଳେ ୧୪ ଶ୍ରମିକ ଉଦ୍ଧାର, ଷ୍ଟେସନ ଯିବା ବାଟରେ ଧରିଲା ପୋଲିସ
  • ||
  • ରାଜ୍ୟରେ ୩ ଦିନ ଯାଏଁ ହାଡଭଙ୍ଗା ଶୀତ, ୬ ଜିଲ୍ଲା ବେଶୀ ଥରିବ
  • ||

ଉତ୍କଳ ଭାରତ ସଭାପତି ଖାରବେଳ ସ୍ବାଇଁ ଉପରେ ପୁଣି ଆକ୍ରମଣ

24/11/2018 at 8:55 PM

ରାୟଗଡ଼ା ୨୪/୧୧: ଉତ୍କଳ ଭାରତ ସଭାପତି ଖାରବେଳ ସ୍ବାଇଁ ଉପରେ ପୁଣି ଆକ୍ରମଣ । ରାୟଗଡ଼ା ଜିଲ୍ଲା କାଶୀପୁରରେ ଜଣେ ଯୁବକ ସଭାମଂଜରେ ତାଙ୍କୁ ଆକ୍ରମଣ କରିଛନ୍ତି । ଆକ୍ରମଣ ସମୟର ଭିଡିଓକୁ ଖାରବେଳ ନିଜ ଫେସ୍ ବୁକ୍ ପେଜରେ ସେୟାର କରିଛନ୍ତି । ତେବେ ଯୁବକ ଜଣକ କିଏ, କାହିଁକି ଖାରବେଳଙ୍କୁ ଆକ୍ରମଣ କଲେ ତାହା ଜଣାପଡିନି । ପୂର୍ବରୁ ଖାରବେଳଙ୍କୁ ଆଳିରେ ଆକ୍ରମଣ ହୋଇଥିଲା।

   Related Posts