Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୫୪୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଡିସେମ୍ବର ୩୧ପୂର୍ବରୁ ବସିବ ବିଧାନସଭାର ଶୀତ ଅଧିବେଶନ
  • ||
  • କରୋନାର ଦୈନିକ ସଂକ୍ରମଣରେ ବୃଦ୍ଧି, ୨୪ଘଣ୍ଟାରେ ୪୩୮୯୩ ନୂଆ ଆକ୍ରାନ୍ତ ଚିହ୍ନଟ
  • ||
  • ଅପରେସନ ଅଲ୍ଆଉଟ୍ : ସେନା ଗୁଳିରେ ୨ ଆତଙ୍କୀ ନିହତ, ବନ୍ଧୁକ ଓ ଗୁଳି ଜବତ
  • ||
  • ବିହାର ନିର୍ବାଚନ : ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ଆରମ୍ଭ, ୭୧ଟି ଆସନରେ ଚାଲିଛି ଭୋଟିଂ
  • ||

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି

26/07/2020 at 10:16 PM

ଗଞ୍ଜାମ୨୬/୭: ଗଞ୍ଜାମ ଜିଲ୍ଲା ବୁଗୁଡା ଥାନା ଗୋଲିଆ ଶତୃଶୋଳ ଗାଁ ମଝିରେ ରବିବାର ସଂଧ୍ୟାରେ ଜଣେ ଯୁବକକୁ ମରଣାନ୍ତ୍ରକ ଆକ୍ରମଣ ହୋଇଛି । ଏହି ଅ।କ୍ରମଣରେ ଗୋଲିଅ। ଗାଁର ସମୀର କୁମାର ପ୍ରଧାନ ନାମକ ଯୁବକ ଗୁରୁତର ଅ।ହାତ ହୋଇ ପ୍ରଥମେ ବୁଗୁଡା ମେଡିକାଲ ଓ ପରେ ପରେ ବ୍ରହ୍ମପୁର ବଡ ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଛନ୍ତି । ତେବେ ଅ।କ୍ରମଣର ଅସଲ କାରଣ ଜଣାପଡିନଥିବା ବେଳେ ମଦ କାରବାରକୁ ନେଇ ଏହି ଘଟଣା ଘଟିଥିବା ଅଭିଯୋଗ ହୋଇଛି । ତେବେ ଦୁଇରୁ ଅଧିକ ଯୁବକ ଖଣ୍ଡାରେ ହାଣି ଫେରାର ହୋଇଯାଇଥିବା ଜଣାପଡିଛି । ପୋଲିସ ପହଁଞ୍ଚି ଘଟଣାର ତଦନ୍ତ ଅ।ରମ୍ଭ କରିଛି ।

   Related Posts