Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଘାରିଛି ଓମିକ୍ରନ ବିପଦ : ବିଳମ୍ବିତ ହେବ ଟିମ୍ ଇଣ୍ଡିଆର ଦକ୍ଷିଣ ଆଫ୍ରିକା ଗସ୍ତ ! ସମୟ ମାଗିଲା ବିସିସିଆଇ
  • ||
  • ଓଏସଏପି ଯବାନଙ୍କ ଆତ୍ମହତ୍ୟା, ଗଛରେ ଝୁଲୁଛି ମୃତଦେହ
  • ||
  • କ୍ଲାସରୁମ୍ ଭିତରକୁ ପଶିଆସିଲା ବାଘ, ଛାତ୍ରଛାତ୍ରୀଙ୍କୁ ଗୋଡାଇ ଗୋଡାଇ କଲା ଘାଇଲା
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୫କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୫୨ କରୋନା ସଂକ୍ରମିତ, ୧୦୪୯୫୯୭ରେ ପହଞ୍ଚିଲା ସଂଖ୍ୟା
  • ||
  • ମାର୍ଗଶିର ଗୁରୁବାରରେ ଲକ୍ଷ୍ମୀ ମନ୍ଦିରରୁ ଚୋରି, ନେଇଗଲେ ହୁଣ୍ଡି ଓ ସୁନା ଗହଣା
  • ||
  • ଗୁଜୁରାଟ ଦଙ୍ଗା ବେଳେ କେଉଁ ସରକାର ଥିଲା ? ସିବିଏସଇର ପ୍ରଶ୍ନକୁ ନେଇ ବିବାଦ ଜୋର
  • ||

ଦିନ ଦ୍ୱିପ୍ରହରରେ ଦୋକାନ ଭିତରେ ପଶି ଲୁଗା ଦୋକାନୀକୁ ହାଣିଲେ ଦୁର୍ବୃତ୍ତ, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି

5/11/2021 at 6:26 PM

ବାଲେଶ୍ବର, ୫/୧୧: ବାଲେଶ୍ବର ସହର ଆଜିମାବାଦରେ ଲୁଗା ଦୋକାନରେ ଦୋକାନ ମାଲିକଙ୍କୁ ଆକ୍ରମଣ ହୋଇଥିବା ଜଣାପଡ଼ିଛି । ତିନି ଜଣ ଦୁର୍ବୃତ୍ତ ଦୋକାନ ଭିତରେ ପଶି ଖଣ୍ଡାରେ ଆକ୍ରମଣ କରିଛନ୍ତି । ଫଳରେ ଆକ୍ରମଣରେ ଦୋକାନ ମାଲିକ ବିଶ୍ବଜିତ ସେଠୀ ଗୁରୁତର ହୋଇଛନ୍ତି । ଗୁରୁତର ଦୋକାନ ମାଲିକଙ୍କୁ ଚିକିତ୍ସା ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି ।

   Related Posts