Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଇଆଇଟି ଜମ୍ମୁର ନୂତନ ଗୃହ ଲୋକାର୍ପଣ କରିବେ ଗୃହମନ୍ତ୍ରୀ ଅମିତ ଶାହ, ଉପସ୍ଥିତ ରହିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୭ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୫ ହଜାରରୁ ଅଧିକ କରୋନା ପଜିଟିଭ୍, ୫୬୧ ମୃତ
  • ||
  • ଚିଲିକାକୁ ଆସିଲେଣି ବିଦେଶୀ ପକ୍ଷୀ, ସୁରକ୍ଷା ପାଇଁ ବନ ବିଭାଗ ପ୍ରସ୍ତୁତ
  • ||
  • ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି
  • ||
  • କମୁଛି ତାପମାତ୍ରା, ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ
  • ||
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

ରାଜଧାନୀର ବିଚ୍‌ ରାସ୍ତାରେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ଗୁରତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି

11/10/2021 at 8:15 PM

ଭୁବନେଶ୍ୱର, ୧୧/୧୦: ରାଜଧାନୀ ଭୁବନେଶ୍ୱରେ ଦିନକୁ ଦିନ ଆତଙ୍କରାଜ ବୃଦ୍ଧି ପାଇବାରେ ଲାଗିଛି । ଲୁଟତରାଜ ସହ ବାରମ୍ୱାର ଆକ୍ରମଣ ଭଳି ଘଟଣା ଦେଖିବାକୁ ମିଳିଛି । ଆଜି ସନ୍ଧ୍ୟା ସମୟରେ କଳିଙ୍ଗ ଷ୍ଚାଡିୟମ୍‌ ନିକଟରେ ଏଭଳି ଏକ ଘଟଣା ଘଟିଛି । ଜଣେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ କରାଯାଇଥିବା ଜଣାପଡ଼ିଛି । ୧୦ରୁ ଅଧିକ ଲୋକ ମିଶି ଏହି ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ । ଗୁରତର ଅବସ୍ଥାରେ ତାଙ୍କୁ କ୍ୟାପିଟାଲ୍‌ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି । ଗୁରୁତରଙ୍କ ନାମ ବବୁଲ୍‌ ସାମନ୍ତରାୟ । ତେବେ ଘଟଣା ସ୍ଥଳରେ ନୟାପଲ୍ଲୀ ପୋଲିସ୍‌ ପହଞ୍ଚି ଘଟଣାର ତଦନ୍ତ କରିଛି ।    

   Related Posts