Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||
  • ସୁବର୍ଣ୍ଣପୁର : ମା’ ସୁରେଶ୍ଵରୀ ମନ୍ଦିରରୁ ଚୋରି ଘଟଣା : କାର୍ଯ୍ୟରେ ଅବହେଳା ପାଇଁ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||
  • ଖଲ୍ଲିକୋଟ : ଜମିଜମା ବିବାଦକୁ କେନ୍ଦ୍ରକରି ଗାଁରୁ ବାସନ୍ଦ, ନ୍ୟାୟ ଦାବିରେ ଜିଲ୍ଲାପାଳ ଅଫିସ୍ ସମ୍ମୁଖରେ ଆମରଣ ଅନଶନରେ ବସିଲେ ବୃଦ୍ଧ ଦମ୍ପତ୍ତି
  • ||
  • ଭୁବନେଶ୍ବର : ଦରଦାମ୍ ବୃଦ୍ଧି ପ୍ରତିବାଦ ସହ ବିଭିନ୍ନ ପ୍ରସଙ୍ଗକୁ ନେଇ ରାଜଭବନ ସମ୍ମୁଖରେ ବିଜେଡିର ଧାରଣା
  • ||
  • ଭୁବନେଶ୍ବର : ବିଧାନସଭା ଶୀତକାଳୀନ ଅଧିବେଶନ : ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ
  • ||
  • ଧର୍ମଗଡ : ଝୁଲନ୍ତା ଅବସ୍ଥାରେ ମିଳିଲା ଯୁବକଙ୍କ ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୬୭ ମୃତ
  • ||

ଘରେ ପଶି ମା’-ଝିଅଙ୍କୁ ଆକ୍ରମଣ ଘଟଣା : ଆକ୍ରମଣକାରୀ ରୂପେଶ ପଣ୍ଡାଙ୍କ ସମେତ ୨ ଗିରଫ

4/11/2021 at 12:53 PM

ଭୁବନେଶ୍ବର ୪।୧୧: ଭୁବନେଶ୍ବର ଶୈଳଶ୍ରୀ ବିହାର ଅଞ୍ଚଳରେ ଘରେ ପଶି ମା’ ଓ ଝିଅଙ୍କୁ ଆକ୍ରମଣ ଘଟଣାରେ ଆକ୍ରମଣକାରୀ ଯୁବକ ରୂପେଶ ପଣ୍ଡା ଗିରଫ । ରୂପେଶଙ୍କ ସମେତ ଦୁଇ ଜଣଙ୍କୁ ଗିରଫ କରିଛି ପୋଲିସ ।  ରୂପେଶକୁ ସହଯୋଗ କରୁଥିବା ଅଭିଯୋଗରେ ପୋଲିସ ଗିରଫ କରିଛି ।  ଆଉ କିଛି ଜଣଙ୍କୁ ଅଟକ ରଖିଥିବା ସୂଚନା ମିଳିଛି ।

ଘଟଣା ସମ୍ପର୍କରେ ଏବେବି ଛାନଭିନ୍ ଜାରି ରଖିଛି ପୋଲିସ । ଗିରଫ ଅଭିଯୁକ୍ତକୁ କୋର୍ଟ ଚାଲାଣ କରିବ ପୋଲିସ । ରୂପେଶ ପଣ୍ଡାକୁ ଜେରା କରିବା ପରେ ତାଙ୍କ ସହଯୋଗୀ ସମ୍ପର୍କରେ ଜଣାପଡିଥିଲା । ତେବେ ରୂପେଶ କାହିଁକି ଛୁରା ମାଡ଼ କରିଛି ସେ ସମ୍ପର୍କରେ ପୋଲିସ ସ୍ପଷ୍ଟ କରିନଥିବା ବେଳେ ସାମ୍ବାଦିକ ସମ୍ମିଳନୀରେ ସୂଚନା ମିଳିଛି ।

   Related Posts