Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଲାଙ୍ଗୀର : ଟାଇଲ କାମ ବେଳେ ଅଘଟଣ, ଚାପି ହୋଇ ଜଣେ ଶ୍ରମିକ ମୃତ, ୨ ଗୁରୁତର
  • ||
  • ଢେଙ୍କାନାଳ : ଟ୍ରକ୍ ପଛରେ ଧକ୍କା ହେଲା ବାଇକ୍, ବାପା ମୃତ, ଝିଅ ଗୁରୁତର
  • ||
  • ଅନୁଗୋଳ : ଗଛ ତଳୁ ନବଜାତ ଶିଶୁ ପୁତ୍ର ଉଦ୍ଧାର
  • ||
  • ଭୁବନେଶ୍ବର : ବିଜେଡିରେ ମିଶିଲେ କରଞ୍ଜିଆ ଏନଏସିର ଶତାଧିକ ବିଜେପି ଓ କଂଗ୍ରେସ କର୍ମୀ
  • ||
  • ସମ୍ବଲପୁର : ସଞ୍ଜୀବ ମିତ୍ତଲ ସମ୍ବଲପୁର ବିଶ୍ୱବିଦ୍ୟାଳୟର ନୂତନ କୁଳପତି
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୭ କୋଭିଡ୍ ସଂକ୍ରମିତ, ୩୩୩୭୨୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ପରଲୋକରେ ବରିଷ୍ଠ ଅଭିନେତା ରବି ମିଶ୍ର
  • ||
  • ସାଲେପୁର : ସାଲେପୁରରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ
  • ||
  • ଝାରସୁଗୁଡା : ପ୍ରେମୀଯୁଗଳଙ୍କ ଆତ୍ମହତ୍ୟା ଘଟଣା , ଚିକିତ୍ସାଧିନ ଅବସ୍ଥାରେ ପ୍ରେମିକାଙ୍କ ମୃତ୍ୟୁ, ପୂର୍ବରୁ ଜୀବନ ହାରିଥିଲେ ପ୍ରେମିକ
  • ||
  • ବ୍ରହ୍ମପୁର : ଗୁଳି ମାଡରେ ବେଗୁନିଆପଡା ବ୍ଲକ୍ ପୂର୍ବତନ ଅଧ୍ୟକ୍ଷ ଦେବେନ୍ଦ୍ର ସାହୁଙ୍କ ମୃତ୍ୟୁ
  • ||

ଏସବିଆଇ ବ୍ୟାଙ୍କ ଶାଖାରୁ ଡକାୟତି ଅଭିଯୋଗ

10/12/2018 at 5:12 PM

କଳାହାଣ୍ଡି ୧୦|୧୨:  କର୍ଲାମୁଣ୍ଡା ଏସବିଆଇବ୍ୟାଙ୍କ ଶାଖାରୁ ଡକାୟତି ଅଭିଯୋଗ । ବ୍ୟାଙ୍କ ପଛ ପଟ ଗେଟ କୁ ଗ୍ୟାସ କଟରରେ କାଟି ଦୁର୍ବୃତ୍ତଲୁଟ୍ କରିଥିବା ଅଭିଯୋଗ ହୋଇଛି । ଏନେଇ ଶାଖା ଅଧିକାରୀଙ୍କ କର୍ଲାମୁଣ୍ଡା ଫାଣ୍ଡିରେ ଏତଲା ଦାୟରକରିଛନ୍ତି। ପ୍ରାଥମିକ ସୂଚନା ଅନୁସାରେ ବ୍ୟାଙ୍କର ଶାଖା ଡ୍ରରୁ ଛଅ ହଜାର ଟଙ୍କା ଦୁର୍ବୃତ୍ତ ନେଇଯାଇଥିବା ବେଳେ ସିସିଟିଭି ହାର୍ଡ ଡିସ୍କ ନେଇ ଯାଇଥିବା ଜଣାପଡିଛି । ଘଟଣାସ୍ଥଳରେ ପୋଲିସ, ସାଇଣ୍ଟିଫିକ୍ଟିମ୍ ର ତଦନ୍ତ।

   Related Posts