Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସେମି ଫାଇନାଲରେ ହାରିଲେ ସିନ୍ଧୁ, ଧୂଳିସାତ ହେଲା ସ୍ଵର୍ଣ୍ଣ ପଦକ ଆଶା, ଏବେ କାଂସ୍ୟ ଉପରେ ନଜର
  • ||
  • ସରକାରୀ-ବେସରକାରୀ ସ୍ବିମିଂ ପୁଲ ଖୋଲିବ
  • ||
  • ମୀନା ବଜାର ଖୋଲାଯାଇପାରିବ
  • ||
  • ଭୋଜିଭାତ ଉପରେ ପୂର୍ବବତ କଟକଣା ରହିବ
  • ||
  • ବିବାହରେ ୨୫, ଶୁଦ୍ଧିକ୍ରିୟାରେ ୨୦ ଜଣଙ୍କୁ ଅନୁମତି
  • ||
  • ଧାର୍ମିକ ସ୍ଥଳ ଖୋଲରହିବ କିନ୍ତୁ ଭୋଗ ନେଇ ଯାଇପାରିବେ ନାହିଁ ଶ୍ରଦ୍ଧାଳୁ
  • ||
  • ରାସ୍ତାକଡ଼ ଜଳଖିଆ ଦୋକାନରେ ବସି ଖାଇପାରିବେ
  • ||
  • ସିନେମା ହଲ୍, ରେଷ୍ଟୁରାଣ୍ଟ ଖୋଲିବ
  • ||
  • ସମସ୍ତ ଆହାର କେନ୍ଦ୍ର ଖୋଲାରହିବ
  • ||
  • ପାର୍କ, ମଲ୍, ସମୁଦ୍ର କୂଳ ଖୋଲିବ
  • ||

ମହିଳାଙ୍କୁ ମରଣାନ୍ତକ ଆକ୍ରମଣ

5/06/2018 at 6:20 AM

ମହିଳାଙ୍କୁ ମରଣାନ୍ତକ ଆକ୍ରମଣ । ଧାରୁଆ ଅସ୍ତ୍ରରେ ମହିଳାଙ୍କ ତଣ୍ଟି କାଟିଲେ ଦୁର୍ବୃତ୍ତ । ଘଟଗାଁ ଥାନା ସୀତାବିଞ୍ଜ ଅଞ୍ଚଳରୁ ଆସିଛି ଏଭଳି ଖବର ।
ଗୁରୁତର ମହନ୍ତି ନାୟକ ଘଟଗାଁ ଡାକ୍ତରଖାନାରେ ଭର୍ତ୍ତି । ଘରେ କେହି ନଥିବା ବେଳେ ଆକ୍ରମଣ ହୋଇଥିବା ଅଭିଯୋଗ । ଆକ୍ରମଣର କାରଣ ଅସ୍ପଷ୍ଟ । ପୋଲିସର ତଦନ୍ତ ଜାରି ।

Leave a Reply

   Related Posts