ମହିଳାଙ୍କୁ ମରଣାନ୍ତକ ଆକ୍ରମଣ

Published By : Prameya-News7 Bureau | June 05, 2018 IST

ମହିଳାଙ୍କୁ ମରଣାନ୍ତକ ଆକ୍ରମଣ । ଧାରୁଆ ଅସ୍ତ୍ରରେ ମହିଳାଙ୍କ ତଣ୍ଟି କାଟିଲେ ଦୁର୍ବୃତ୍ତ । ଘଟଗାଁ ଥାନା ସୀତାବିଞ୍ଜ ଅଞ୍ଚଳରୁ ଆସିଛି ଏଭଳି ଖବର । ଗୁରୁତର ମହନ୍ତି ନାୟକ ଘଟଗାଁ ଡାକ୍ତରଖାନାରେ ଭର୍ତ୍ତି । ଘରେ କେହି ନଥିବା ବେଳେ ଆକ୍ରମଣ ହୋଇଥିବା ଅଭିଯୋଗ । ଆକ୍ରମଣର କାରଣ ଅସ୍ପଷ୍ଟ । ପୋଲିସର ତଦନ୍ତ ଜାରି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.