Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ବଲପୁର : ଗୋଶାଳା କଲପଡାରେ ଖାଲରେ ଖସିପଡି ୨ ଶିଶୁ ମୃତ
  • ||
  • ଢେଙ୍କାନାଳ : ଭିଜିଲାନ୍ସ ଜାଲରେ ଥାନା ଅଧିକାରୀ, ଯୌତୁକ ମାମଲାରେ ଦଫା କାଟିବାକୁ ନେଉଥିଲେ ୬ହଜାର ଟଙ୍କା
  • ||
  • ନବରଙ୍ଗପୁର : କୁନ୍ଦେଇ ସରପଞ୍ଚ ନିଲମ୍ବିତ, ଭାରତମାଳା ଯୋଜନାକୁ ବିରୋଧ କରିବାରୁ କାର୍ଯ୍ୟାନୁଷ୍ଠାନ
  • ||
  • ୨ ଦିନିଆ କନ୍ଧମାଳ ଗସ୍ତରେ ଶିଶୁ ସୁରକ୍ଷା ଅଧିକାର ଅଧ୍ୟକ୍ଷା
  • ||
  • ବ୍ରହ୍ମପୁର : ବ୍ରହ୍ମପୁର ଫାଷ୍ଟଗେଟ୍ ଅଞ୍ଚଳରୁ ଜଣଙ୍କ ମୃତଦେହ ଠାବ, ହତ୍ୟା ସନ୍ଦେହ
  • ||
  • ନୀଳଗିରି: ହାତୀ ଆତଙ୍କରେ ଅଞ୍ଚଳବାସୀ
  • ||
  • ମାଲକାନଗିରି : ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ, ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ
  • ||
  • କେନ୍ଦୁଝର : ବାଇକ୍ ଧକ୍କାରେ ଜଣେ ଗୁରୁତର, ମେଡିକାଲରେ ଭର୍ତ୍ତି
  • ||

ନୟାଗଡ ରଣପୁରରେ ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ ଅଭିଯୋଗ

1/05/2018 at 9:46 AM

ନୟାଗଡ ରଣପୁରରେ ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ ଅଭିଯୋଗ … ଏନେଇ ଗତକାଲି ରାତିରେ ରାଜସୁନାକହେଲା ଫାଣ୍ଡିରେ ଅଭିଯୋଗ ହୋଇଛି ….ଗତକାଲି ଅପରାହ୍ନରେ ଶୌଚ ହେବାକୁ ଯାଇଥିବା ସମୟରେ ସେହି ଗାଁର କାଠିଆ ନାଏକ ନାମକ ଯୁବକ ନାବାଳିକାକୁ କୋଳି ଦେବା ବାହାନାରେ ଟେକି ନେଇ ଦୁଷ୍କର୍ମ ଉଦ୍ୟମ କରିଥିଲା …. ତେବେ ନାବାଳିକା ଜଣକ କୌଶଳ କ୍ରମେ ଯୁବକ କବ୍ଜାରୁ ନିଜକୁ ରକ୍ଷା କରି ଦୌଡ଼ି ପଳେଇ ଆସିଥିଲା ….ଅଭିଯୁକ୍ତ ଯୁବକ ଫେରାର ଅଛି …

Leave a Reply

   Related Posts