Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପରଲୋକରେ ରାଜ୍ୟସଭା ସାଂସଦ ରଘୁନାଥ ମହାପାତ୍ର
  • ||
  • ଦୁର୍ଘଟଣାରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ଆହାତ, ମନ୍ତ୍ରୀଙ୍କ କାର୍‌କୁ ପିଟିଲା ଟ୍ରାକ୍ଟର
  • ||
  • କମୁନି ସଂକ୍ରମଣ : ଆଜି ବି ଦେଶରେ ୪ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ, ୪୦୯୨ ମୃତ
  • ||
  • ଦନ୍ତାକୁ ଧକ୍କା ଦେଲା ମାଲବାହୀ ଟ୍ରେନ୍, ଗୋଡରେ ଲାଗିଛି ଶକ୍ତ ଆଘାତ
  • ||
  • ରାଜ୍ୟରେ କରୋନା ନେଲା ଆଉ ୧୯ଜଣଙ୍କ ଜୀବନ, ୨୧୮୦ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୦ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୦,୬୩୫ ପଜିଟିଭ୍
  • ||
  • କମିଛି ତାତି, ୨ ଦିନ ପରେ ପୁଣି ବଢିବ ସୂର୍ଯ୍ୟଙ୍କ ପ୍ରକୋପ
  • ||

ବିଦ୍ୟୁତ ଖୁଣ୍ଟରେ ପିଟି ହୋଇ ଅଟୋ ଦୁର୍ଘଟଣାଗ୍ରସ୍ତ, ୨ ଆହତ

4/11/2020 at 10:42 PM

ସାନଖେମୁଣ୍ଡି, ୦୪/୧୧: ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ଜାତୀୟ ରାଜପଥ ୫୯ ମାଛ ମାର୍କେଟ ନିକଟରେ ବୁଧବାର ସନ୍ଧ୍ୟାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଠି। ଏକ ଅଟୋ ଦୁର୍ଘଟଣାଗ୍ରସ୍ତ ହେବାରୁ ୨ଜଣ ଆହତ ହୋଇଛନ୍ତି ।

ସୂଚନାନୁସାରେ, ଏକ ଅଟୋ ବ୍ରହ୍ମପୁରରୁ ଆସୁଥିବା ବେଳେ ହିଞ୍ଜିଳିକାଟୁ ମାଛ ମାର୍କେଟ ନିକଟରେ ଏକ ଇଲେକ୍ଟ୍ରିକ ଖୁଣ୍ଟରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ଦୁର୍ଘଟଣାରେ ଗଙ୍ଗାରାମ ଖଣ୍ଡି (୧୮)ଓ ସୁମନ ଜେନା (୧୪) ଉଭୟ ଆହତ ହୋଇଛନ୍ତି । ସେମାନଙ୍କୁ  ସ୍ଥାନୀୟ ଲୋକେ ଉଦ୍ଧାର କରି ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟ ଭର୍ତ୍ତି କରିଥିଲେ । ଆହତ ୨ଜଣ ଙ୍କ ହିଞ୍ଜିଳିକାଟୁ ନିକଟସ୍ଥ ଶିକିରି ଗ୍ରାମ ବୋଲି ଜଣାପଡିଛି ।

   Related Posts