Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପେଟେଣ୍ଟ ମୁକ୍ତ ହେବ କରୋନା ଭ୍ୟାକସିନ୍‌ ! ଭାରତ ଏବଂ ଦକ୍ଷିଣ ଆଫ୍ରିକା ପ୍ରସ୍ତାବରେ ଆମେରିକାର ସମର୍ଥନ
  • ||
  • କୋଭିଡ୍‌ ସ୍ଥିତିକୁ ନେଇ ନବୀନ୍‌ଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୬୮୫୪ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରେ ହଜାରେ ଟପିଲା ଡିସ୍‌ଚାର୍ଜ
  • ||
  • ନୂଆଦିଲ୍ଲୀ : କରୋନାରେ ପୂର୍ବତନ ରଣଜୀ କ୍ରିକେଟରଙ୍କ ଦେହାନ୍ତ, ଆଇପିଏଲ୍ ଟିମ୍‌ରେ ହୋଇଥିଲେ ମନୋନୀତ
  • ||
  • ରାଇରଙ୍ଗପୁର : ନିଖୋଜ ନାବାଳିକାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ନବରଙ୍ଗପୁର : ଶାଗ ତୋଳିବା ହେଲା କାଳ, ବଜ୍ରପାତରେ ଚାଲିଗଲା ୨ ନାବାଳିକାଙ୍କ ଜୀବନ, ୨ ଆହତ
  • ||
  • ନୀଳଗିରି : ଗଛରେ ଝୁଲୁଛି ଅଜଣା ଯୁବକଙ୍କ ମୃତଦେହ, ହତ୍ୟା ନା’ ଆତ୍ମହତ୍ୟା ସନ୍ଦେହ
  • ||
  • ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ?
  • ||
  • ରାଜ୍ୟରେ କରୋନା ନେଲା ଆଉ ୧୭ଜଣଙ୍କ ଜୀବନ, ୨୧୨୧ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା
  • ||
  • ୧୦ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୦,୫୨୧ ପଜିଟିଭ୍
  • ||

ଭାରସାମ୍ୟ ହରାଇ ଓଲଟିଲା ଅଟୋ ; ଜଣେ ମୃତ, ୧୭ ଆହତ

28/07/2018 at 6:29 AM

ବ୍ରହ୍ମପୁର ଆମ୍ବଗଡରେ ଅଟୋ ଦୁର୍ଘଟଣା ଗ୍ରସ୍ତ | ଭାରସାମ୍ୟ ହରାଇ ଓଲଟି ପଡିଲା ଅଟୋ | ଅଟୋ ଓଲଟାଇବାରୁ ଜଣକର ମୃତ୍ୟୁ ହୋଇଥିବା ବେଳେ ୧୭ ଜଣ ଆହତ ହୋଇଛନ୍ତି | ସମସ୍ତେ ଶ୍ରମିକ ଶ୍ରେଣୀର | ସମସ୍ତ ଶ୍ରମିକ ଘୁଡୁକୀରୁ ଅତି ଯୋଗେ ବ୍ରହ୍ମପୁରକୁ କାମ କରିବାକୁ ଯିବା ବେଳେ ଅଟୋଟି ଭାରସାମ୍ୟ ହରାଇ ଓଲଟି ପଡିଥିଲା | ଆହତମାନଙ୍କୁ ବ୍ରହ୍ମପୁର ମେଡିକାଲରେ ଭର୍ତ୍ତି କରାଯାଇଛି |

   Related Posts