Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଶ୍ଵସ୍ତି: କମୁଛି କରୋନା ପ୍ରଭାବ, ୨୪ ଘଣ୍ଟାରେ ଆରୋଗ୍ୟ ହେଲେ ୮୦୯ ସଂକ୍ରମିତ
  • ||
  • ଡିସେମ୍ବର-ଜାନୁଆରୀ ସମସ୍ତଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ: ଭୁବନେଶ୍ବର ଷ୍ଟେସନ ଓ ଏୟାରପୋର୍ଟରେ କରିପାରିବେ କୋଭିଡ୍‌ ଟେଷ୍ଟ
  • ||
  • ପରୀ ବାପା-ମା’ଙ୍କୁ ଭେଟିଲେ ବିଜେପି ଟିମ୍, ସିବିଆଇ ତଦନ୍ତ ଦାବି
  • ||
  • ରାଉରକେଲା : ଚଳନ୍ତା ଟ୍ରେନ୍‌ର ଟୟଲେଟ୍‌ରେ ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଯୁବକ ଗିରଫ
  • ||
  • କଟକ : ପୁଣି ଏକ ନକଲି ଘିଅ କମ୍ପାନୀରେ ଚଢାଉ, କୋଟିଏ ଟଙ୍କାର ଅପମିଶ୍ରିତ ସାମଗ୍ରୀ ଜବତ
  • ||
  • ପ୍ରେମ: ସେୟାର ଚାଟ୍‌ରୁ ଆରମ୍ଭ ଫେସବୁକରେ ଶେଷ, ସୋସିଆଲ ମିଡିଆରେ ପ୍ରେମିକାଙ୍କ ଅଶ୍ଲୀଳ ଫଟୋ ପୋଷ୍ଟ କଲେ ପ୍ରେମିକ
  • ||
  • ନୂଆପଡା : ମେଡିକାଲରେ ଚାକିରୀ ଦେବାକୁ କହି ଠକୁଥିଲା ଯୁବକ, ଗିରଫ କଲା ପୋଲିସ
  • ||
  • ସମ୍ବଲପୁର : ଦନ୍ତା ହାତୀର ମୃତଦେହ ଠାବ, ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ମୃତ୍ୟୁ ଅଭିଯୋଗ
  • ||
  • ଗଞ୍ଜାମ : ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ବିଜେପି ଓ କଂଗ୍ରେସ ପକ୍ଷରୁ ଏତଲା
  • ||
  • ପୁରୀ : ଅନଲାଇନରେ ନିର୍ମାଲ୍ୟ ବିକ୍ରି କରିବା ନେଇ ସିଂହଦ୍ବାର ଥାନାରେ ଆମାଜନ ଇଣ୍ଡିଆ ବିରୋଧରେ ସେବାୟତଙ୍କ ଏତଲା
  • ||

ଅଯୋଧ୍ୟା ଜମି ବିବାଦ ମାମଲା : ଆଜି ସୁପ୍ରିମକୋର୍ଟରେ ରିପୋର୍ଟ ଦାଖଲ କରିବେ ମଧ୍ୟସ୍ଥତା ପ୍ୟାନେଲ

1/08/2019 at 10:25 AM

ନୂଆଦିଲ୍ଲୀ ୧|୮: ଅଯୋଧ୍ୟା ଜମି ବିବାଦ ମାମଲାରେ ମଧ୍ୟସ୍ଥତା ପ୍ୟାନେଲ ଆଜି ସୁପ୍ରିମକୋର୍ଟରେ ରିପୋର୍ଟ ଦାଖଲ କରିବେ । ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ରଞ୍ଜନ ଗୋଗେଇଙ୍କ ଖଣ୍ଡପୀଠ ଅଗଷ୍ଟ ୨ରେ ଏହି ମାମାଲ ଉପରେ ଶୁଣାଣି କରିବେ । ରାମ ଜନ୍ମ ଭୂମି ଏବଂ ବାବରି ମସଜିଦ୍ ମାମଲାରେ ଜୁଲାଇ ୧୮ରେ ମଧ୍ୟସ୍ଥାତ ପାଇଁ ହିନ୍ଧୁ ଏବଂ ମୁସଲିମ୍ ସମ୍ପ୍ରଦାୟଙ୍କ ମଧ୍ୟରେ ସହମତି ଲୋଡିବା ପାଇଁ ଜୁଲାଇ ୩୧ ପର୍ଯ୍ୟନ୍ତ ସମୟ ଧାର୍ଯ୍ୟ କରିଥିଲେ କୋର୍ଟ ।

   Related Posts