Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିସିସିଆଇର ଘୋଷଣା-ଫେବୃଆରୀ ୧୮ରେ ଚେନ୍ନାଇରେ ହେବ ଆଇପିଏଲ ୨୦୨୧ ପାଇଁ ଖେଳାଳିଙ୍କ ନିଲାମୀ
  • ||
  • ଭୁବନେଶ୍ବର : ‘ପରୀକ୍ଷା ଦର୍ପଣ’ ପୁସ୍ତକ ଉନ୍ମୋଚିତ, ମାଟ୍ରିକ୍ ପରୀକ୍ଷାର୍ଥୀ ହେବେ ଉପକୃତ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୮ କୋଭିଡ୍ ପଜିଟିଭ୍‌, ୩୩୪୬୬୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଜି.ଉଦୟଗିରି : ବାଇକ୍-ଅଟୋ ମୁହାଁମୁହିଁ ଧକ୍କା : ଜଣେ ମୃତ, ତିନି ଗୁରୁତର
  • ||
  • ଭୁବନେଶ୍ବର : ଭିଜିଲାନ୍ସ ଜାଲରେ ଭୁବନେଶ୍ବର ବ୍ଲକ୍ କନିଷ୍ଠ ଯନ୍ତ୍ରୀ ଶୁଭେନ୍ଦୁ କୁମାର ପ୍ରଧାନ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ଦିଲ୍ଲୀ ପୋଲିସର ଆକ୍ସନ : ଟ୍ରାକ୍ଟର ରାଲି ବେଳେ ହିଂସା ପରେ ୨୨ଟି ମାମଲା ରୁଜୁ
  • ||
  • ଭୁବନେଶ୍ବର : ଅଟୋକୁ ଧକ୍କା ଦେଲା କାର୍, ୪ ଗୁରୁତର
  • ||
  • ଘଟଗାଁ : ରାତିରେ ଘରକୁ ଫେରିବା ବେଳେ ଭାଲୁ ଆକ୍ରମଣ, ଜଣେ ଗୁରୁତର
  • ||
  • ଆଜିଠୁ ଶ୍ରୀମନ୍ଦିର ସେବାୟତଙ୍କ ପୁଣି କୋଭିଡ୍ ଟେଷ୍ଟ, ପ୍ରତିଦିନ ୫୦ ସେବାୟତଙ୍କ ହେବ ଆର୍‌ଟିପିସିଆର୍
  • ||
  • ଆଜିଠୁ ପୁଣି ଟିକାକରଣ, ଭାକ୍‌ସିନ୍‌ ନେବେ ବଳକା ୧ ଲକ୍ଷ ୭୩ ହଜାର ୬୩୬ ସ୍ବାସ୍ଥ୍ଯକର୍ମୀ
  • ||

ଶୁକ୍ରବାରଠାରୁ ଖୋଲିବ ବାବା ଧବଳେଶ୍ଵରଙ୍କ ପୀଠ, ପ୍ରଥମ ଦିନରେ ପୂଜକଙ୍କ ପରିବାର କରିବେ ଦର୍ଶନ

7/01/2021 at 3:00 PM

ଆଠଗଡ ୭।୧: କୋଭିଡ୍ ନିୟମ ଅନୁସାରେ ଶୁକ୍ରବାରଠାରୁ ଖୋଲିବ ବାବା ଧବଳେଶ୍ଵରଙ୍କ ପୀଠ । ଆଠଗଡ ଉପଜିଲ୍ଲାପାଳଙ୍କ ସଭା ଗୃହରେ ଧବଳେଶ୍ଵରଙ୍କ ମନ୍ଦିର ଖୋଲିବା ପାଇଁ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି । ବୈଠକ ପରେ ଆଠଗଡ ଉପଜିଲ୍ଲାପାଳ ସୂଚନା ଦେଇଛନ୍ତି ।

ନିଷ୍ପତ୍ତି ଅନୁଯାୟୀ ୮ ତାରିଖରେ ପୂଜକଙ୍କ ପରିବାର, ୯ ଓ ୧୦ ତାରିଖରେ ମଞ୍ଚେଶ୍ବର ପଞ୍ଚାୟତ ଓ ୧୧ ତାରିଖରୁ ସର୍ବସାଧାରଣ ଦର୍ଶନ କରିପାରିବେ । ଗୋଟିଏ ଥରରେ ୫୦ଜଣ ଭକ୍ତ ଦର୍ଶନ କରିବାର ସୁବିଧା କରାଯିବ । ଭକ୍ତମାନେ ନିଜ ନିଜ ଭିତରେ ୬ ଫୁଟ ଦୂରତା ରଖି ମନ୍ଦିର ପରିସରରେ ଦର୍ଶନ କରିବେ ବୋଲି ଆଠଗଡ ଉପଜିଲ୍ଲାପାଳ କହିଛନ୍ତି ।

   Related Posts