Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ICC ଟି-୨୦ ରାଙ୍କିଂ : ୪ର୍ଥ ସ୍ଥାନରେ ପାକିସ୍ତାନ ବ୍ୟାଟ୍ସମ୍ୟାନ୍‌ ମହମ୍ମଦ ରିଜଓ୍ବାନ, ବିରାଟ କୋହଲି (୫) ଏବଂ ଲୋକେସ ରାହୁଲ (୮) ଖସିଲେ
  • ||
  • କରଞ୍ଜିଆ : ନଭେମ୍ବର ପହିଲାରୁ ଖୋଲିବ ଶିମିଳିପାଳ ଜାତୀୟ ଉଦ୍ୟାନ
  • ||
  • ସୋର : ଭଙ୍ଗା ଘରୁ ମିଳିଲା ପୁଳା ପୁଳା ରାସନ କାର୍ଡ, ଲୋକଙ୍କୁ ଦିଆନଯାଇ ଲୁଚାଇ ରଖାଯାଇଥିଲା କାହିଁକି ?
  • ||
  • ଆନନ୍ଦପୁର : କଣ୍ଡକ୍ଟରଙ୍କ ଭୁଲ୍, ଯାତ୍ରୀଙ୍କ ଗୋଡ ଉପରେ ଚଢିଗଲା ବସ୍
  • ||
  • କୋଣାର୍କ : ବାଇକ୍ ଚୋରି ରାକେଟ୍ ଠାବ : ୮ ବାଇକ୍ ସହ ୪ ଅଭିଯୁକ୍ତ ଗିରଫ
  • ||
  • ତେଲକୋଇ : କାଞ୍ଜିପାଣି ଘାଟିରେ ଭାରସ୍ୟାମ ହରାଇ ଓଲଟିଲା ଅଟୋ, ୫ବର୍ଷର ଶିଶୁ ସମେତ ୩ ଗୁରୁତର
  • ||
  • ଚାନ୍ଦବାଲି : ଅଘୋଷିତ ବିଦ୍ୟୁତ କାଟ୍ : ଦୀର୍ଘ ୧୨ଘଣ୍ଟା ଧରି ଅନ୍ଧାରରେ ରହିଲା ଆଖଣ୍ଡଳମଣୀ ପୀଠ
  • ||
  • ଭୁବନେଶ୍ବର : ନଭେମ୍ବର ୧ରୁ ଯୁକ୍ତ ୩ ପ୍ରଥମ ବର୍ଷ ଏବଂ ୧୫ରୁ ପିଜି ପ୍ରଥମ ବର୍ଷ କ୍ଲାସ୍ ଖୋଲିବ
  • ||
  • ଖୋର୍ଦ୍ଧା : ୩ ଦିନ ହେବ ଚିଲିକା ମଝିରେ ଫସିଥିଲା ଡଙ୍ଗା, ୨ ମତ୍ସ୍ୟଜୀବୀଙ୍କ ସହ ୧୦ବର୍ଷର ଛୁଆ ଉଦ୍ଧାର
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ଘଟଣାରେ ନୀରବତାକୁ ବରଦାସ୍ତ କରାଯିବନି : କଂଗ୍ରେସ
  • ||

ବିଜେଡିରୁ ଇସ୍ତଫା ଦେଲେ ବାବୁ ସିଂ

9/03/2019 at 3:04 PM

ଭୁବନେଶ୍ବର ୯|୩ : ବିଜେଡିରୁ ଇସ୍ତଫା ଦେଇଛନ୍ତି ବାବୁ ସିଂ । ଭୁବନେଶ୍ବର ଜିଲ୍ଲା ବିଜେଡି କାର୍ଯ୍ୟକାରୀ ସଭାପତି ପଦରୁ ସେ ଇସ୍ତଫା ଦେଇଛନ୍ତି । ଦଳର ପ୍ରାଥମିକ ସଦସ୍ୟ ପଦରୁ ମଧ୍ୟ ବାବୁ ଇସ୍ତଫା ଦେଇଛନ୍ତି । ସେ ତାଙ୍କ ଇସ୍ତଫା ପତ୍ର ଦଳର ସଭାପତିଙ୍କ ନିକଟକୁ ପଠାଇଦେଇଛନ୍ତି । ବାବୁ ସିଂ ଭୁବନେଶ୍ବର ଏକାମ୍ର ନିର୍ବାଚନମଣ୍ଡଳୀରେ ବିଜେଡି ସଂଗଠନକୁ ସଦୃଢ କରିବାରେ ବିଶେଷ ଭୂମିକା ଗ୍ରହଣ କରିଥିଲେ । ତାଙ୍କୁ ବୈଜୟନ୍ତଙ୍କ ପାଖ ଲୋକ ବୋଲି ମଧ୍ୟ କୁହାଯାଉଥିଲା । ସଂଗଠନ କରିବା ସତ୍ବେ ଦଳ ମଧ୍ୟରେ ତାଙ୍କୁ ବିଶେଷ ଗୁରୁତ୍ବ ଦିଆଯାଉନଥିଲା । ଭୁବନେଶ୍ବର ଏକାମ୍ର ବିଧାୟକ ତଥା ମନ୍ତ୍ରୀ ଅଶୋକ ପଣ୍ଡାଙ୍କ ସହ ତାଙ୍କର ବିଶେଷ ତାଳମେଳ ନଥିଲା । ବୈଜୟନ୍ତ ବିଜେପିରେ ଯୋଗଦେବା ପରେ ସେ ଏବେ ଦଳ ଛାଡିଥିବାରୁ ବିଜେପିରେ ଯୋଗଦେବେ ବୋଲି ଚର୍ଚ୍ଚା ହେଉଛି ।

   Related Posts