Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ପୁରୀ : ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ, ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ: ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଦିନିକିଆ : ଟସ୍ ଜିତିଲା ଅଷ୍ଟ୍ରେଲିଆ, ପ୍ରଥମେ କରିବ ବ୍ୟାଟିଂ
  • ||
  • ଚଳିତ ବର୍ଷ ବିନ୍ଦୁସାଗରରେ ଡଙ୍ଗା ଭସା ଉପରେ ରୋକ୍, ନିଷ୍ପତ୍ତି ନେଲା ବିଏମସି
  • ||

କର୍ତ୍ତବ୍ୟରେ ଅବହେଳା, ବଦଳିଲେ ଥାନା ଅଧିକାରୀ

7/10/2019 at 9:28 PM

କଟକ – କର୍ତ୍ତବ୍ୟରେ ଅବହେଳା ଯୋଗୁଁ ବଡମ୍ବା ଥାନା ଅଧିକାରୀଙ୍କୁ ବଦଳି କରାଯାଇଛି । ସେ ମୋ ସରକାର ଯୋଜନାକୁ ଠିକ୍‌ ଭାବେ କାର୍ଯ୍ୟକାରୀ ନ କରି ଏହାର ଖିଲାପ କରୁଥିବା ଅଭିଯୋଗ ହୋଇଛି । ଏହି ଅଭିଯୋଗ ପରେ ଥାନା ଅଧିକାରୀ ଜ୍ଞାନ ରଞ୍ଜନ ମିଶ୍ରଙ୍କୁ କଟକ ପୁଲିସ୍‌ ମୁଖ୍ୟାଳୟକୁ ବଦଳି କରାଯାଇଥିବା ସୂଚନା ମିଳିଛି ।

   Related Posts