Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦକ୍ଷିଣ ଆଫ୍ରିକା ଗସ୍ତ ପାଇଁ ୧୮ ଜଣିଆ ଭାରତୀୟ ଦଳ ଘୋଷିତ, ଜାଣନ୍ତୁ କେଉଁ କେଉଁ ଖେଳାଳିଙ୍କୁ ମିଳିଲା ସ୍ଥାନ
  • ||
  • ରୋହିତ ଶର୍ମା ହେଲେ ଟିମ ଇଣ୍ଡିଆର ନୂତନ ଦିନିକିଆ ଅଧିନାୟକ, ବିରାଟଙ୍କୁ କେବଳ ଟେଷ୍ଟ ଦାୟିତ୍ଵ
  • ||
  • ଭୁବନେଶ୍ବର : ଗତ ଦୁଇ ବର୍ଷରେ ମାପ ଓ ଓଜନ ନିୟମ ଉଲଂଘନକାରୀଙ୍କଠୁ ଆଦାୟ ହୋଇଛି ୨ କୋଟି ୮୩ ଲକ୍ଷ ଟଙ୍କା : ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ
  • ||
  • ଭୁବନେଶ୍ବର : ଡିସେମ୍ବର ୯ରେ ବିଧାନସଭା ଘେରାଉ କରିବ ବିଜେପି ଯୁବମୋର୍ଚ୍ଚା : ଇରାଶିଷ୍ ଆଚାର୍ଯ୍ୟ
  • ||
  • ଭୁବନେଶ୍ବର : ଡ୍ରଗ୍ସ ମାଫିଆ ଶେଖ୍ ଆଜବାହାର ବାଲେଶ୍ଵର କୋର୍ଟରେ ହାଜର, ରାଜ୍ୟ ବାହାରେ ସମ୍ପତ୍ତି ଥିବା ନେଇ ମିଳିଛି ପ୍ରମାଣ
  • ||
  • ଅନୁଗୋଳ : ଆଖୁ ଖାଇବାକୁ ଆସି କୂଅରେ ଖସିପଡିଲା ଭାଲୁ, ବନ ବିଭାଗ କଲା ଉଦ୍ଧାର
  • ||
  • ଭୁବନେଶ୍ବର : କ୍ରାଇମବ୍ରାଞ୍ଚ ଏସଟିଏଫ୍‌ ଟାର୍ଗେଟ୍‌ରେ ବନ୍ୟପ୍ରାଣୀ ମାଫିଆ, ପ୍ରସ୍ତୁତ ହେଲା ମୋଷ୍ଟ ୱାଣ୍ଟେଡ ତାଲିକା
  • ||
  • ଚେନ୍ନାଇ : ତାମିଲନାଡୁ କୁନ୍ନୁରରେ ସିଡିଏସ୍ ବିପିନ ରାଓ୍ବତଙ୍କ ହେଲିକପ୍ଟର କ୍ରାସ୍
  • ||
  • ଭୁବନେଶ୍ବର : କୃଷି ଋଣ ଛାଡ ସହ ଫସଲ କ୍ଷୟକ୍ଷତି ଲାଗି ସ୍ବତନ୍ତ୍ର ପ୍ୟାକେଜ ଦାବି କଲା କଂଗ୍ରେସ
  • ||
  • ଭାରତୀୟ ବାୟୁସେନାର ବଢିବ ଶକ୍ତି, ଚାନ୍ଦୀପୁର ଘାଟିରୁ ‘ବ୍ରହ୍ମୋସ’ର ସଫଳ ପରୀକ୍ଷଣ
  • ||

ପେଟ ପାଟଣା ପାଇଁ ଘର ଛାଡିଥିଲେ, କିନ୍ତୁ ଫେରିଲା ମୃତଦେହ : ଅସହାୟ ପରିବାରର ପ୍ରଶ୍ନ ବଞ୍ଚିବୁ କେମିତି

16/05/2020 at 4:24 PM

ମାଲକାନଗିରି ୧୬।୦୫: ପେଟ ପାଟଣା ପାଇଁ ବାହାର ରାଜ୍ୟକୁ ଯାଇଥିଲେ ହେଲେ ଫେରିଲେ ଶବ ହୋଇ । ଏମିତି କିଛି ଲୋମ ହର୍ଷକ ଚିତ୍ର ଦେଖିବାକୁ ମିଳିଛି ମାଲକାନଗିରି ଜିଲ୍ଲାର ପଦଜାଗୁଡା ଗାଁରେ ।

ମାଲକାନଗିରି ଜିଲ୍ଲାର ପଦଜାଗୁଡା ଗ୍ରାମର ବାସୁ କୁରାମି ନାମକ ଜଣେ ଯୁବକ ତେଲେଙ୍ଗାନା ର ସିତାପେଟା ଠାରେ ଏକ ଘରୋଇ କମ୍ପାନୀରେ କାର୍ଯ୍ୟ କରୁଥିଲେ । ତେବେ ସେଠାରେ ତାଙ୍କ ଦେହ ଅସୁସ୍ଥ ହେବାରୁ ତାଙ୍କ ବନ୍ଧୁ ଏବଂ ସହଯୋଗୀ ମାନେ ମେଡିକାଲ ନେଇଥିଲେ । ତେବେ ଚିକିତ୍ସାଧୀନ ଅବସ୍ଥାରେ ସେ ମୃତ୍ୟୁ ବରଣ କରିଛନ୍ତି । ଏହାପରେ ବାସୁଙ୍କ ମୃତ ଶରୀରକୁ ଆଜି ତାଙ୍କ ଗ୍ରାମକୁ ନିଆଯାଇଛି ଏବଂ ସେଠାରେ ତାଙ୍କ ଶେଷ କୃତ୍ୟ କରାଯାଇଛି । ବର୍ତ୍ତମାନ ତାଙ୍କ ପରିବାର ବର୍ଗ ଶୋକରେ ଭାଙ୍ଗି ପଡିଥିବା ବେଳେ ସରକାରୀ ସହାୟତାକୁ ଅନାଇ ବସିଛନ୍ତି ।

   Related Posts