Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚେତୁନାହାଁନ୍ତି ଅମାନିଆ : ବିଭିନ୍ନ ଆଳ କରି ବଜାରରେ ବୁଲୁଛନ୍ତି, ଫାଇନ୍ ବି ଗଣୁଛନ୍ତି
  • ||
  • ‘ଟିକାରୁ ଜିଏସଟି ଛାଡ କର’ : କେନ୍ଦ୍ର ଅର୍ଥମନ୍ତ୍ରୀଙ୍କୁ ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ
  • ||
  • ଭୟଙ୍କର : ୨୪ ଘଣ୍ଟାରେ ଦେଶରେ ବାହାରିଲେ ୪ ଲକ୍ଷ ୧୪ ହଜାରରୁ ଅଧିକ ପଜିଟିଭ୍, ୩୯୧୫ ମୃତ
  • ||
  • କରୋନା ରୋଗୀଙ୍କୁ ମେଡିସିନ୍ ନେଇ ଜାରି ହେଲା ଏସଓପି : ଆକ୍ରାନ୍ତଙ୍କୁ ଇଞ୍ଜେକ୍ସନ ଦେବା ପୂର୍ବରୁ ଯାଞ୍ଚ ହେବ ସ୍ୱାସ୍ଥ୍ୟାବସ୍ଥା
  • ||
  • ରାଜସ୍ଥାନରେ ୧୪ ଦିନିଆ ଲକ୍‌ଡାଉନ୍‌ ଲଗାଇଲେ ସରକାର, ୩୧ ଯାଏଁ ହୋଇପାରିବନି ବିବାହ
  • ||
  • ପଶୁପକ୍ଷୀଙ୍କୁ ମଧ୍ୟ ହେଉଛି କରୋନା, ଆଗରୁ ଆହୁରି ହେବେ ସଂକ୍ରମିତ ! ଚିନ୍ତାରେ ସରକାର
  • ||
  • ଛୋଟ ପିଲାଙ୍କ ପ୍ରତି ବିପଦ ବେଶୀ, ଦୈନିକ ୫୦୦ ଶିଶୁ ହେଉଛନ୍ତି କୋଭିଡ୍ ପଜିଟିଭ୍
  • ||
  • ରାଜ୍ୟରେ କରୋନା ନେଲା ଆଉ ୧୯ ଜଣଙ୍କ ଜୀବନ, ୨୧୪୦ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ଗାଁ ନିକଟରେ ବୁଲୁଛି ଗୋଠଛଡା ଦନ୍ତା, ଗ୍ରାମବାସୀ ଭୟଭୀତ
  • ||
  • ୧୨ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୨,୨୩୮ ପଜିଟିଭ୍
  • ||

ବିଜେପି ନେତାଙ୍କୁ ବୈଜୟନ୍ତ ଭେଟିବା ପ୍ରସଙ୍ଗରେ ଜୋର ଧରିଛି ରାଜନୀତି

24/06/2018 at 9:56 AM

ବିଜେପି ନେତାଙ୍କୁ ବୈଜୟନ୍ତ ଭେଟିବା ପ୍ରସଙ୍ଗରେ ରାଜନୀତି ଜୋରଦାର.. ପୂର୍ବତନ ମନ୍ତ୍ରୀ ତଥା ବିଜେପି ନେତା ସମୀର ଦେଙ୍କୁ ଭେଟି ବୈଜୟନ୍ତ ପଣ୍ଡା ଏକ ଗୁପ୍ତ ଆଲୋଚନା କରିଛନ୍ତି …ବୈଜୟନ୍ତଙ୍କୁ ସ୍ୱାଗତ କରିବା ପାଇଁ ବିଜେପିର ଅନେକ ନେତା ଓ କର୍ମୀ ଉପସ୍ଥିତ ଥିଲେ …ସୁଯୋଗ ମିଳିଲେ କଟକ ପାଇଁ କାମ କରିବାକୁ ପଛାଇବେ ନାହିଁ ବୋଲି ବୈଜୟନ୍ତ କହିଛନ୍ତି …
ବିଜେପି ନେତାଙ୍କୁ ବୈଜୟନ୍ତଙ୍କ ସାକ୍ଷାତ ପ୍ରସଙ୍ଗରେ ସରକାରୀ ଦଳ ମୁଖ୍ୟ ସଚେତକ ଅମର ଶତପଥୀ କହିଛନ୍ତି – “ଦଳ ତାଙ୍କୁ ନିଲମ୍ବନ କରିଥିଲା, ସେ ଦଳରୁ ଓ ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି,ତାଙ୍କ ବିଷୟରେ ସ୍ପଷ୍ଟିକରଣ ଆବଶ୍ୟକତା ନାହିଁ, ସେ କାହାକୁ ଭେଟୁଛନ୍ତି ତାଙ୍କ ବ୍ୟକ୍ତିଗତ କଥା ”
ବିଜେପି ନେତା ସମୀର ଦେ କହିଛନ୍ତି -“ଏକ ସାମାଜିକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଆସିଥିଲେ, ଏଥିରେ ରାଜନୈତିକ ଉଦ୍ଦେଶ୍ୟ ନାହିଁ, ବୈଜୟନ୍ତ ବିଜେପିରେ ଯୋଗ ଦେଲେ, ଦଳ ମଜଭୁତ ହେବ”

   Related Posts