Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେରଳରେ ଭୀଷଣ ବର୍ଷା: ୫ ଜିଲ୍ଲାରେ ବନ୍ୟା ପରିସ୍ଥିତି, ଭୂସ୍ଖଳନରେ ଜଣେ ମୃତ, ୧୨ ନିଖୋଜ
  • ||
  • ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଡେଙ୍ଗୁ, ସ୍ବାସ୍ଥ୍ୟବସ୍ଥାରେ ଆସୁଛି ସୁଧାର
  • ||
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

ବଜ୍ରାଘାତରେ ଚାଲିଗଲା ଜୀବନ, କ୍ଷତି ପୂରଣ ଦାବି କଲେ ସ୍ଥାନୀୟ ଲୋକେ

23/08/2020 at 9:06 PM

ଖୋର୍ଦ୍ଧା୨୪/୮: ଖୋର୍ଦ୍ଧାରେ ବର୍ଷା ଏବଂ ବଜ୍ରପାତ । ସେହିଭଳି ଆଜି ବଜ୍ରପାତ ଘଟି ବାଘମାରି ଥାନା ଅନ୍ତର୍ଗତ ସାରୁଅ ଗାଁର ଗଙ୍ଗାଧର ପରିଡାଙ୍କ ମୃତ୍ୟୁ ଘଟିଛି । ଗଙ୍ଗାଧର ଆଜି ଅପରାହ୍ନରେ ବିଲରେ କାମ କରୁଥିବା ବେଳେ ବଜ୍ରପାତ ଘଟିଥିଲା । ଗୁରୁତର ଅବସ୍ଥାରେ ଗଙ୍ଗାଧରଙ୍କୁ ଖୋର୍ଦ୍ଧା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା କିନ୍ତୁ ଡାକ୍ତର ତାକୁ ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତକ ପରିବାରକୁ କ୍ଷତିପୂରଣ ପାଇଁ ସ୍ଥାନୀୟ ବାସିନ୍ଦା  ଦାବି କରିଛନ୍ତି।

   Related Posts