Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସରିଲାନି ଆର୍ଯ୍ୟନ ଖାନ୍‌ଙ୍କ ଜାମିନ୍‌ ଆବେଦନର ଶୁଣାଣି, ଆସନ୍ତାକାଲିକୁ ସ୍ଥଗିତ ରଖିଲେ କୋର୍ଟ
  • ||
  • ଭାରତୀୟ ଶିକ୍ଷୟିତ୍ରୀଙ୍କ ପାକିସ୍ତାନ ପ୍ରେମ, ଷ୍ଟାଟସ୍ ଦେଲେ ‘ଆମେ ମ୍ୟାଚ୍ ଜିତିଗଲୁ’
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୩୩ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ ସୀମାପୁରୀରେ ଅଭାବନୀୟ ଘଟଣା : ଘରେ ଲାଗିଲା ନିଆଁ, ୪ ମୃତ
  • ||
  • ଏବର୍ଷ ରାଜ୍ୟରେ ହାଡଭଙ୍ଗା ଶୀତ, ଅଧିକ ଦିନ ଥରାଇବ
  • ||
  • ସିଆରପିଏଫ କ୍ୟାମ୍ପରେ ରାତି ବିତାଇଲେ ଶାହ, ଯବାନଙ୍କ ସହ କଲେ ରାତ୍ରି ଭୋଜନ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ସେପଟେ ଡିଜିପି ଅଫିସ ଘେରାଉ କରିବ କଂଗ୍ରେସ
  • ||

ବଜ୍ରାଘାତ ନେଲା ଜୀବନ…

23/06/2020 at 5:11 PM

ଜଳେଶ୍ବର୨୩/୬: ବଜ୍ରାଘାତ ନେଲା ଜୀବନ । ଆଜି ବାଲେଶ୍ଵର ଜିଲ୍ଲାରେ ପ୍ରବଳ ବର୍ଷା , ଘଡଘଡି ସହ ବଜ୍ରା ଘାତ ହୋଇଥିଲା। ଫଳରେ ବସ୍ତା ବ୍ଲକରେ ପୁଟୁର ଗ୍ରାମରେ ଜଣେ ବ୍ୟକ୍ତି ବିଲରୁ କାମ ସାରି ଫେରିବା ସମୟରେ ତାଙ୍କୁ ବଜ୍ରାଘାତ ହୋଇଥିଲା। ଫଳରେ ଯୁବକଙ୍କ ମୃତ୍ୟୁ ହୋଇଛି। ତେବେ ମୃତ ଯୁବକ ହେଲେ ପୁଟୁରା ଗାଁର ଅନିଲ କୁମାର ମହାପାତ୍ର। ବର୍ତ୍ତମାନ ଉକ୍ତ ଯୁବକଙ୍କ ମୃତଦେହ ବସ୍ତା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଏହି ଘଟଣାରେ ସ୍ଥାନୀୟ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।

   Related Posts