Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||
  • ଜଗତସିଂହପୁରରେ ଲଗାଣ ବର୍ଷା, ଧାନ ଫସଲ କ୍ଷତିଗ୍ରସ୍ତ
  • ||

ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରାଘାତ ଘଟି ତିନିଜଣଙ୍କ ମୃତ୍ୟୁ

19/03/2020 at 5:24 PM

କୋରାପୁଟ ୧୯।୦୩: ବଜ୍ରାଘାତରେ ତିନିଜଣଙ୍କର ମୃତ୍ୟୁ ହୋଇଛି । ବଜ୍ରାଘାତ ଘଟି ବଲାଙ୍ଗୀର ଓ କୋରାପୁଟ ଜିଲ୍ଲାର ତିନିଜଣଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ଜଣେ ଶିଶୁ ଥିବା ଜଣାପଡିଛି ।

ଗୁରୁବା ଦିନ ବ୍ରଜାଘାତ ଘଟି କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକ ଅନ୍ତର୍ଗତ ଜୀରାଗାଁ ପଞ୍ଚାୟତ ମୁକ୍ତାହାଣ୍ଡି ଗାଁରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ଜଣେ ଯୁବକ ଥିବା ବାଳେ ଅନ୍ୟ ଜଣଙ୍କ ତାଙ୍କର ୧୧ମାସର ଶିଶୁ ବୋଲି ଜଣାପଡିଛି । ଉଭୟ ଘର ଭିତରେ ଥିବା ବେଳେ ବଜ୍ରାଘାତର ଶିକାର ହୋଇଛନ୍ତି ।  ସେହିପରି ବଲାଙ୍ଗୀର ଜିଲ୍ଲା ତୁରେଇକେଲା ବ୍ଲକ କରୁଆମୁଣ୍ଡା ପଞ୍ଚାୟତ ସରଗୁଳ ଗାଁର ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ଯୁବକ ଜଣଙ୍କ ଇଟା ପ୍ରସ୍ତୁତ କରୁଥିବା ବେଳେ ବଜ୍ରାଘାତ ଘଟି ମୃତ୍ୟୁ ହୋଇଛି ।  

   Related Posts