Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଶିଷ୍ଟ ଲେଖିକା ମନୋରମା ମହାପାତ୍ରଙ୍କ ପରଲୋକ
  • ||
  • ଇସ୍ତଫା ଦେଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ୍ ଅମରିନ୍ଦର ସିଂହ, ରାଜ୍ୟପାଳଙ୍କୁ ଭେଟି ଦେଲେ ରିଜାଇନ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩୫ ହଜାରରୁ ଅଧିକ କରୋନା ପଜିଟିଭ୍, ୨୮୧ ମୃତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୬ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୬୯୫ କୋଭିଡ୍ ପଜିଟିଭ୍
  • ||
  • ଉପରୁ ମୁଣ୍ଡରେ କମୁଛି ବନ୍ୟାଜଳ ପ୍ରବାହ, ବନ୍ଦ ହେଲା ହୀରାକୁଦର ୪ ଗେଟ୍
  • ||
  • ବିଲକୁ ଯାଇଥିଲେ ଚାଷୀ, ଦଳି ମାରିଦେଲା ଦନ୍ତା
  • ||
  • ଗୋଟିଏ ଟ୍ରକ୍ ଧକ୍କା ଦେଲା, ଆଉ ଏକ ଟ୍ରକ୍ ଚାପିଦେଲା : ରାସ୍ତା ପାର୍ ବେଳେ ଜୀବନ ହାରିଲେ ସୁବାଷ
  • ||
  • ରାତିରେ ହଠାତ ଘରେ ପଶିଗଲା ଦନ୍ତା, ନାବାଳକକୁ ଆକ୍ରମଣ କରି ମାରିଦେଲା…
  • ||
  • ଦେବୀଗଡା ଘାଟ ନିକଟରୁ ବିଶାଳ ଅଜଗର ଉଦ୍ଧାର, ବନ୍ୟା ଜଳରେ ଭାସି ଆସିଥିବା ସନ୍ଦେହ
  • ||

ଖୋଲିଲା କେନ୍ଦ୍ରାପଡାର ଆରାଧ୍ୟ ଦେବତା ପ୍ରଭୁ ଶ୍ରୀ ବଳଦେବଜୀଉଙ୍କ ମନ୍ଦିର, ଭିଡ ଜମାଇଲେ ଶ୍ରଦ୍ଧାଳୁ

4/08/2021 at 11:01 AM

କେନ୍ଦ୍ରାପଡା ୪।୮: ଶ୍ରଦ୍ଧାଳୁମାନଙ୍କ ପାଇଁ ଖୋଲିଲା କେନ୍ଦ୍ରାପଡାର ଆରାଧ୍ୟ ଦେବତା ପ୍ରଭୁ ଶ୍ରୀ ବଳଦେବଜୀଉଙ୍କ ମନ୍ଦିର। ସକାଳୁ ସକାଳୁ ଶ୍ରୀ ଜୀଉମାନଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁମାନେ ମନ୍ଦିରରେ ଶ୍ରଦ୍ଧାଳୁମାନଙ୍କ ଭିଡ଼ ଦେଖିବା ପାଇଁ ମିଳିଥିଲା।

ତେବେ ମନ୍ଦିରରେ ପ୍ରବେଶ ପାଇଁ ଜିଲ୍ଲା ପ୍ରଶାସନର ପକ୍ଷରୁ ନିର୍ଦ୍ଧିଷ୍ଟ କଟକଣା ଜାରି କରାଯାଇଛି। ମନ୍ଦିର ପ୍ରବେଶ ଦ୍ବାର ନିକଟରେ ଥର୍ମାଲ ସ୍କ୍ରିନିଂ କରାଯିବା ସହ ସାନିଟାଇଜର ବ୍ୟବହାର ଓ ସାମାଜିକ ଦୂରତା ପାଇଁ ନିର୍ଦ୍ଦେଶ ରହିଛି।

   Related Posts