Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସରିଲାନି ଆର୍ଯ୍ୟନ ଖାନ୍‌ଙ୍କ ଜାମିନ୍‌ ଆବେଦନର ଶୁଣାଣି, ଆସନ୍ତାକାଲିକୁ ସ୍ଥଗିତ ରଖିଲେ କୋର୍ଟ
  • ||
  • ଭାରତୀୟ ଶିକ୍ଷୟିତ୍ରୀଙ୍କ ପାକିସ୍ତାନ ପ୍ରେମ, ଷ୍ଟାଟସ୍ ଦେଲେ ‘ଆମେ ମ୍ୟାଚ୍ ଜିତିଗଲୁ’
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୩୩ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ ସୀମାପୁରୀରେ ଅଭାବନୀୟ ଘଟଣା : ଘରେ ଲାଗିଲା ନିଆଁ, ୪ ମୃତ
  • ||
  • ଏବର୍ଷ ରାଜ୍ୟରେ ହାଡଭଙ୍ଗା ଶୀତ, ଅଧିକ ଦିନ ଥରାଇବ
  • ||
  • ସିଆରପିଏଫ କ୍ୟାମ୍ପରେ ରାତି ବିତାଇଲେ ଶାହ, ଯବାନଙ୍କ ସହ କଲେ ରାତ୍ରି ଭୋଜନ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ସେପଟେ ଡିଜିପି ଅଫିସ ଘେରାଉ କରିବ କଂଗ୍ରେସ
  • ||

କାଳିଆ ଯୋଜନା ଚାଲୁ କରିବାକୁ ଦାବି କଲେ ବଲାଙ୍ଗୀରର ଶତାଧିକ ଚାଷୀ

4/04/2019 at 2:06 PM

ଭୁବନେଶ୍ବର ୪|୪: କାଳିଆ ଯୋଜନା ଚାଲୁ କରିବାକୁ ଦାବି କଲେ ଚାଷୀ । ମୁଖ୍ୟ ନିର୍ବାଚନ ଅଧିକାରୀ ସୁରେନ୍ଦ୍ର କୁମାରଙ୍କୁ ନିକଟରେ ଫେରାଦ ହେଲେ ଶତାଧିକ ଚାଷୀ । ଏନେଇ ବଲାଙ୍ଗିର ଜିଲ୍ଲାର ଶତାଧିକ ଚାଷୀ ନିର୍ବାଚନ ଅଧିକାରୀଙ୍କୁ ଦେଇଛନ୍ତି ଦାବିପତ୍ର । ବିଜେପିର ବିରୋଧ ଯୋଗୁଁ କାଳିଆ ଯୋଜନା ବନ୍ଦ କରାଯାଇଥିବା ଅଭିଯୋଗ କରିଛନ୍ତି ଚାଷୀ ।

   Related Posts