Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୭ ଦିନିଆ ରିମାଣ୍ଡରେ ଯିବ ଗ୍ୟାଙ୍ଗଷ୍ଟର ହାଇଦର, ଅନୁମତି ଦେଲେ JMFC
  • ||
  • ICSE ଦଶମ ଏବଂ ଦ୍ବାଦଶ ପରୀକ୍ଷା ସ୍ଥଗିତ
  • ||
  • ଭାରତ ଆସିବ ପଳାତକ ନିରବ ମୋଦି, ଅନୁମତି ଦେଲେ ବ୍ରିଟେନ୍‌ ଗୃହ ମନ୍ତ୍ରଣାଳୟ
  • ||
  • ଢେଙ୍କାନାଳ : ଶ୍ବଶୁର ଘର ପଛପଟୁ ଜ୍ବାଇଁଙ୍କ ଝୁଲନ୍ତା ମୃତଦେହ ଠାବ, ଆସିଥିଲେ ସ୍ତ୍ରୀଙ୍କୁ ମନାଇବାକୁ
  • ||
  • ବାଲିପାଟଣା : ମାତ୍ର ୮ଶହ ଟଙ୍କା ଉଧାର ପାଇଁ ଗଲା ଜୀବନ, ମହିଳା ମଣ୍ଡଳ ସଭାନେତ୍ରୀଙ୍କ ପୁଅ ମାଡରେ ଜଣଙ୍କର ମୃତ୍ୟୁ
  • ||
  • ପୂର୍ବତନ କେନ୍ଦ୍ରମନ୍ତ୍ରୀ ହରସିମରତ କୌର ବାଦଲ କରୋନା ପଜିଟିଭ୍
  • ||
  • ଭୁବନେଶ୍ବର : ସଂକ୍ରମଣ ଆଗକୁ ଆହୁରି ବଢି ବଢି ଚାଲିବ – ସ୍ବାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଗୀତିକାର ପଣ୍ଡିତ କିରଣ ମିଶ୍ରଙ୍କ ଦେହାନ୍ତ: ୧୫ ଦିନ ପୂର୍ବରୁ ନେଇଥିଲେ ଭ୍ୟାକସିନ୍
  • ||
  • ଦ୍ୱିତୀୟ ଥର ପାଇଁ କରୋନା ସଂକ୍ରମିତ ହେ​‌ଲେ ମୁଖ୍ୟମନ୍ତ୍ରୀ ବି. ଏସ୍‌. ୟେଦିୟୁରପ୍ପା, କିଛି ଦିନ ପୂର୍ବେ ନେଇଥିଲେ ଭ୍ୟାକସିନ୍‌
  • ||
  • ଭୁବନେଶ୍ବର : ଭୁବନେଶ୍ବର UPDରେ ଜାରି ହେବ ୧୪୪ ଧାରା, ୨୭ଟି ସ୍ଥାନରେ ମୁତୟନ ହେବେ ବ୍ୟାପକ ପୋଲିସ
  • ||

ବଲାଙ୍ଗିର: ପଥର କୁଆରୀରେ କାମ କରିବା ବେଳେ ବଜ୍ରପାତ, ୨ ମୃତ, ୧ ଗୁରୁତର

10/09/2020 at 6:20 PM

ବଲାଙ୍ଗିର ୧୦।୦୯: ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ବ୍ଲକ ଅନ୍ତର୍ଗତ ଝୁଲେଁନବର୍ ଗାଁରେ ଥିବା ପଥର କୁଆରୀରେ କାମ କରୁଥିବା ବେଳେ ବଜ୍ରପାତ ହେବାରୁ ଦୁଇ ଜଣଙ୍କ ପ୍ରାଣହାନୀ ଘଟିଛି। ଜଣେ ଗୁରୁତର ଭାବେ ଆହତ ହୋଇଛନ୍ତି। ଏହି ଘଟଣା ଅପରାହ୍ନ ୪ଟାରେ ଘଟିଛି। ମୃତକ ହେଲେ ଆଦିତ୍ୟ ରଣା ଓ ରତନ ବରିହା। 

ସୂଚନା ଅନୁଯାୟୀ କୁଆରୀରେ କାମ କରୁଥିବା ବେଳେ ହଠାତ୍ ବଜ୍ରପାତ ଘଟିଥିଲା। ଘଟଣାସ୍ଥଳରେ ଆଦିତ୍ୟଙ୍କ ମୃତ୍ୟୁ ହୋଇଥିବା ବେଳେ ଗୁରୁତର ଦୁଇ ଜଣକୁ ଦମକଳ ବାହିନୀଙ୍କ ସହାୟତାରେ ପାଟଣାଗଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଲା। ସେଠାରେ ରତନ ବରିହାଙ୍କ ଅବସ୍ଥାସଙ୍କଟପନ୍ନ ହେବାରୁ ବଲାଙ୍ଗୀର ଭୀମ ଭୋଇ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା।  ହେଲେ ହସ୍ପିଟାଲରେ ତାଙ୍କ ମୃତ୍ୟୁ ଘଟିଥିଲା। ଗୁରୁତର ଆହତ ମଦନ ବରିହାଙ୍କ ଚିକିତ୍ସା ଜାରି ରହିଥିବା ଜଣା ପଡିଛି।

   Related Posts