Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସ୍ବିସ୍‌ ଓପନ୍‌: ୧୯ ମାସ ଓ ୧୩ ଟୁର୍ଣ୍ଣାମେଣ୍ଟ ପରେ ଫାଇନାଲରେ ପହଞ୍ଚିଥିଲେ ସିନ୍ଧୁ, କ୍ୟାରୋଲିନାଙ୍କଠୁ ହାରିଲେ
  • ||
  • ସରିଲା ବିଜେପିର ଦୁଇ ଦିନିଆ ରାଜ୍ୟ କାର୍ଯ୍ୟକାରିଣୀ, ଗୃହୀତ ହେଲା ରାଜନୈତିକ ଚିଠା ପ୍ରସ୍ତାବ, ପ୍ରସ୍ତୁତ ହେଲା ରଣନୀତି
  • ||
  • ଭାରତ ଓ ଚୀନ୍ କେହି କାହା ଲାଗି ବିପଦ ନୁହେଁ, ପରସ୍ପରର ମିତ୍ର : ୱାଙ୍ଗ ଇ
  • ||
  • ଅନ୍ତର୍ଜାତୀୟ ମହିଳା ଦିବସ: ବର୍ଣ୍ଣାଢ଼୍ୟ ଉତ୍ସବ ‘ୱିମେନ୍ ଆଚିଭର୍ସ୍ ଅଫ୍ ଓଡ଼ିଶା’ରେ ରାଜ୍ୟର ସଫଳ ମହିଳାଙ୍କୁ ସମ୍ବର୍ଦ୍ଧନା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୦ କୋଭିଡ୍ ପଜିଟିଭ୍, ୩୩୭୭୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ନୂଆପଡ଼ା : ହଳଦି ଗାଁରେ ପୁଣି ଥରେ ବାଘ ଆତଙ୍କ, ଭୟରେ ଗ୍ରାମବାସୀ
  • ||
  • ପାକିସ୍ତାନରେ ହିନ୍ଦୁ ପରିବାରର ୫ ସଦସ୍ୟଙ୍କୁ ହତ୍ୟା ! ସନ୍ଦେହଜନକ ଅବସ୍ଥାରେ ମିଳିଲା ମୃତଦେହ
  • ||
  • ମୋହନା : ଅନ୍ଧବିଶ୍ୱାସର ଭୟଙ୍କର ରୂପ, ସୁସ୍ଥ ରହିବା ପାଇଁ ଏବେବି ଶିଶୁଙ୍କୁ ଦିଆଯାଉଛି ଚେଙ୍କ
  • ||
  • ଭିସୁଟର ୪୦ ଛାତ୍ର କୋଭିଡ୍ ପଜିଟିଭ୍ ମାମଲା : କମ୍ପାନୀର ଦାବି-‘ଆଣ୍ଟିଜେନ୍ କିଟରେ ତ୍ରୁଟି ନଥିଲା’
  • ||
  • ସୋନପୁର : ପଡୋଶୀଙ୍କ ସହ କଥା କଟାକଟିରୁ ଫୁଟିଲା ଗୁଳି, ଜଣେ ମୃତ
  • ||

ବଲାଙ୍ଗିରର ଭୀମଭୋଇ ମେଡିକାଲ କଲେଜ ଲୋକାର୍ପିତ

31/08/2018 at 3:50 AM

ବଲାଙ୍ଗୀର ୩୧/୮ : ଲୋକାର୍ପିତ ହୋଇଛି ବଲାଙ୍ଗିରର ଭୀମଭୋଇ ମେଡିକାଲ କଲେଜ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମେଡିକାଲ କଲେଜ ଲୋକାର୍ପଣ କରିଛନ୍ତି । ଏହି ଅବସରରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ.ପି ନଡ୍ଡା ଉପସ୍ଥିତ ଥିଲେ । ବିରୋଧୀ ଦଳ ନେତା ନରସିଂହ ମିଶ୍ର, ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ପ୍ରତାପ ଜେନା, ସାଂସ କଳିକେଶ ସିଂହଦେଓ ପ୍ରମୁଖ ଉପସ୍ଥିତ ଥିଲେ । ଉଦଘାଟନ ଉତ୍ସବରେ ନୂତନ ଛାତ୍ରଛାତ୍ରୀଙ୍କ ସହ ପ୍ରଫେସର ଓ ଡାକ୍ତର ଏବଂ ଷ୍ଟାଫ୍ ଙ୍କୁ ଉଦବୋଧନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ । ଦୀର୍ଘ ଦିନର ଦାବି ପୂରଣ ହୋଇଥିବାରୁ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଉତ୍ସାହ ଦେଖାଦେଇଛି । ଏହି ମେଡିକାଲ ଦ୍ବାରା ବଲାଙ୍ଗୀର ଜିଲ୍ଲା ସମେତ ନୂଆପଡା , କଳାହାଣ୍ଡି, ବୌଦ୍ଧ, ସୋନପୁର, ବରଗଡ ଆଦି ଜିଲ୍ଲା ବାସୀ ଉନ୍ନତ ଚିକିତ୍ସା ସୁବିଧା ପାଇପାରିବେ ।

   Related Posts